Posted inଖେଳ

କ୍ୟାରିବିୟାନ ପ୍ରିମିୟର ଲିଗ୍‌: ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ଚାମ୍ପିୟନ

ତାରୋଉବା,୧୨।୯(ପି.ଟି.): କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ଏଥର ମଧ୍ୟ କ୍ୟାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଟାଇଟଲ ହାସଲ କରିଛି। ଗୁରୁବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ତ୍ରିନିବାଗୋ ୮ ଉଇକେଟ୍‌ରେ ସେଣ୍ଟ ଲୁସିଆ ଜୌକାକୁ ହରାଇ ଚାମ୍ପିୟନ ହୋଇଛି। ଟୁର୍ନାମେଣ୍ଟରେ ଅପରାଜେୟ ରହିବା ସହ ତ୍ରିନିବାଗୋ ଚତୁର୍ଥ ଥର ପାଇଁ ସିପିଏଲ୍‌ ଟାଇଟଲ ହାସଲ କରିଛି।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ସେଣ୍ଟ ଲୁସିଆ ୧୯.୧ ଓଭରରେ ୧୫୪ ରନ କରି ଅଲଆଉଟ ହୋଇଥିଲା। ଦଳ ତରଫରୁ ଆନ୍ଦ୍ରେ ଫ୍ଲେଚର ସର୍ବାଧିକ ୩୯, ମାର୍କ ଡେୟାଲ ୨୯, ରୋଷ୍ଟନ ଚେଜ୍‌ ୨୨, ନାଜିବୁଲା ଜଡ୍ରାନ ୨୪ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିରେ ତ୍ରିନିବାଗୋ ତରଫରୁ ପୋଲାର୍ଡ ସର୍ବାଧିକ ୪, ଅଲି ଖାନ ଓ ଫଓ୍ବାଦ ଅହମ୍ମଦ ୨ଟି ଲେଖାଏ ଉଇକେଟ ହାସଲ କରିଥିଲେ।
ଜବାବରେ ତ୍ରିନିବାଗୋ ୧୮.୧ ଓଭରରରେ ୨ ଉଇକେଟ ହରାଇ ୧୫୭ ରନ ସଂଗ୍ରହ କରି ବିଜୟୀ ହୋଇଛି। ଦଳ ତରଫରୁ ଓପନର ଲିଣ୍ଡେଲ ସିମନ୍ସ ସର୍ବାଧିକ ୮୪ ଓ ଡାରେନ ବ୍ରାଭୋ ୫୮ ରନ କରି ଅପରାଜିତ ରହିବା ସହ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସିମନ୍ସ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ପୋଲାର୍ଡ ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri