Posted inବୌଦ୍ଧ

ଶିକ୍ଷକଙ୍କ ବାଇକ ଡିକି ଭାଙ୍ଗି ନେଇଗଲେ ୭୬ ହଜାର ଟଙ୍କା

ହରଭଙ୍ଗା,୧୪।୯ -ବୌଦ୍ଧ ଜିଲା ପୁରୁଣା କଟକ ଥାନା ତିଳେଶ୍ୱର ବଜାର ମଧ୍ୟରୁ ସୋମବାର ଶିକ୍ଷକ ପ୍ରତାପ କିଶୋର ବେହେରାଙ୍କ ବାଇକ ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୭୬୩୦୦ ଟଙ୍କା ନେଇଯାଇଛନ୍ତି। ଏ ନେଇ ପ୍ରତାପ ପୁରୁଣା କଟକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସିସି ଟିଭି ଫୁଟେଜକୁ ଆଧାର କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…             

ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି...

ବୌଦ୍ଧ ମୁଖ୍ୟ ଡାକଘରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଚୋରି

ବୌଦ୍ଧ ,୧।୧୨ ( ଅଜିତ କୁମାର ବାରିକ) : ବୌଦ୍ଧସହର ମୁଖ୍ୟ ଡାକଘରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ବୌଦ୍ଧ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri