କରୋନା ପଜିଟିଭ ଜାଣି ସମୀରଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର ୧୫।୯(ବ୍ୟୁରୋ):ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ସମୀରଙ୍କ ଆରୋଗ୍ୟ କାମନା କରିଛନ୍ତି। ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି , ଭାଜପା ରାଜ୍ୟ ସଭାପତି କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କ ସଙ୍ଗେ କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ଆରୋଗ୍ୟ କାମନା କରିଛନ୍ତି। ଅନ୍ୟପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଆହୁରି ବହୁ ନେତା ତାଙ୍କ ଆରୋଗ୍ୟ କାମନା କରିଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ପ୍ରଦୀପ ମହାରଥୀ, ବ୍ରଜକିଶୋର ପ୍ରଧାନଙ୍କ ସହ ମଧ୍ୟ ଟେଲିଫୋନ ଯୋଗେ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri