ଘରକୁ ସ୍ବର୍ଗ କରିବା ପାଇଁ ଏହି ୩ଟି କଥାକୁ ମହତ୍ତ୍ୱ ଦେଇଛନ୍ତି ଚାଣକ୍ୟ, ଜାଣନ୍ତୁ କ’ଣ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାର ଏକ ଶ୍ଳୋକରେ ଘରକୁ ସ୍ବର୍ଗ ପରି କରିବା ପାଇଁ ତିନୋଟି ଜିନିଷର ମହତ୍ତ୍ୱ ରହିଥିବା ବିଷୟରେ କହିଛନ୍ତି।

परोपकरणं येषां जागर्ति हृद्ये सताम् |
नश्यन्ति विपदस्तेषां संपदः स्यु पदे पदे ||

ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି ଯେ, ଜଣେ ମଣିଷ ପରୋପକାରୀ ହେବା ଉଚିତ୍‌। ଯାହା ହୃଦୟ ଦୟାରେ ପରିପୂର୍ଣ୍ଣ, ସେମାନଙ୍କୁ କଦାପି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ ନାହିଁ। ସେମାନଙ୍କ ପଥରେ ଥିବା ସମସ୍ତ ବାଧା ଆପେ ଆପେ ନଷ୍ଟ ନଷ୍ଟ ହୋଇଯାଏ। ସେମାନେ ତାଙ୍କ ପ୍ରତ୍ୟେକ ପଦକ୍ଷେପରେ ସଫଳ ହୁଅନ୍ତି। ଦୟାଳୁ ବ୍ୟକ୍ତି ଜୀବନରେ ଦୁଃଖ ନ କରି ସୁଖମୟ ଜୀବନଯାପନ କରନ୍ତି।

यदि रामा यदि च रमा अहितनयो विनयगुणोपेतः।
यदि तनये तनयोत्पतिः सुखमिन्द्रे किमाधिक्यम् ।।

ଏହି ଶ୍ଳୋକରେ ଚାଣକ୍ୟ ଉପଯୁକ୍ତ ୩ଟି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ସେଗୁଡ଼ିକ ହେଲା ଗୁଣବାନ୍‌ ସ୍ତ୍ରୀ , ପୁଅ ଏବଂ ନାତି ସହିତ ଆବଶ୍ୟକତା ପୂରଣ କରିବା ପାଇଁ ପର୍ଯ୍ୟାପ୍ତ ଅର୍ଥ। ଚାଣକ୍ୟ କହିଛନ୍ତି ଯେ, ଯଦି ଜଣେ ବ୍ୟକ୍ତି ଏହି ତିନୋଟି ଜିନିଷ ପାଆନ୍ତି, ତେବେ ତାଙ୍କ ଘର ତାଙ୍କ ପାଇଁ ସ୍ବର୍ଗ ପରି ହୋଇଯିବ। ତା’ପରେ ସେ ଅନ୍ୟ କୌଣସି ସ୍ବର୍ଗ ପାଇଁ ଇଚ୍ଛା କରିବେ ନାହିଁ ।

आहरनिद्रामय मैथुननानि, समानि चैतानि नृणा पशूनाम।
ज्ञानपं नराणामधिको विशेषो ज्ञानेन हीना: पशुभि: समाना:।।

ଏହି ଶ୍ଳୋକ ମାଧ୍ୟମରେ ଚାଣକ୍ୟ କହିଛନ୍ତି ଯେ, ପୃଥିବୀର ସମସ୍ତ ଜୀବଙ୍କ ପରି ମଣିଷ ମଧ୍ୟ ଖାଦ୍ୟ, ଭୟ, ଶୋଇବା, ଯୌନ ସମ୍ପର୍କ ତୃପ୍ତି ପାଇଁ କାର୍ଯ୍ୟ କରିଥାନ୍ତି। ଯଦି ଏହି ଦୃଷ୍ଟିକୋଣରୁ ଦେଖାଯାଏ,ଭୌତିକ ଗଠନ ବ୍ୟତୀତ ପଶୁ ଏବଂ ମଣିଷ ମଧ୍ୟରେ କୌଣସି ବିଶେଷ ପାର୍ଥକ୍ୟ ନାହିଁ, କିନ୍ତୁ କେବଳ ଆଚରଣ ପ୍ରମାଣ କରେ ଯେ ମଣିଷ ପଶୁମାନଙ୍କଠାରୁ ଶ୍ରେଷ୍ଠ ଅଟେ। ସେଥିମଧ୍ୟରୁ ଧର୍ମକାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯାହା ପାଖେ ଧାର୍ମିକ-କର୍ମ-ନୈତିକ ଗୁଣରେ ପରିପୂର୍ଣ୍ଣ, ବାସ୍ତବରେ ସେତେବେଳେତାଙ୍କୁ ମଣିଷ କୁହାଯିବା ଯୋଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri