ମାଲକାନଗିରି ବିଧାୟକ କରୋନାରେ ଆକ୍ରାନ୍ତ

ମାଲକାନଗିରି,୧୬।୯(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ବିଢ଼ିବାରେ ଲାଗିଛି। ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ବୁଧବାର ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି॥
ମାଢ଼ିଙ୍କ ରାପିଡ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା । ଯାହାର ରିପୋର୍ଟ ନେଗେଟିଭ୍‌ ଆସିଥିଲା। କିନ୍ତୁ ଆର୍‌ଟିପିସିଆର ଟେଷ୍ଟ ପାଇଁ ନମୁନା ଭୁବନେଶ୍ୱର ପଠାଯାଇଥିଲା ଯାହାର ରିପୋର୍ଟ ପଜିଟିଭ ଆସିଛି। ରିପୋର୍ଟ ପଜିଟିଭ୍‌ ଆସିବାରୁ ପ୍ରଥମେ ମାଲକାନଗିରି କୋଭିଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ପରେ ଭୁବନନେଶ୍ୱର କିମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଶଯ୍ୟା ନ ଥିବାରୁ ତାଙ୍କୁ ଏମ୍ସରେ ଭର୍ତି କରାଯାଇଛି। ବିଧାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୪ଜଣ ଭାଜପା ନେତା ଓ କର୍ମୀ କୋଭିଡ ଟେଷ୍ଟ ନିମନ୍ତେ ନମୁନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri