ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କଙ୍ଗନା

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ଅର୍ଥାତ୍ ଗୁରୁବାର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଇଥିବା ବେଳେ ଏବେ ଚର୍ଚ୍ଚାରେ ଥିବା ବଲିଉଡ୍ ନାୟିକା କଙ୍ଗନା ରାନାୱତ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି । କଙ୍ଗନା ଏକ ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଉକ୍ତ ଭିଡିଓରେ ସେ କହିଛନ୍ତି, ମାନନୀୟ ପ୍ରଧାନମନ୍ତ୍ରୀ, ଆପଣଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଯଦିଓ ଆପଣଙ୍କ ସହ ମୋର ୨-୩ଥର ଦେଖାହୋଇଛି ହେଲେ ଆପଣଙ୍କ ସହ କଥା ହେବାର ଅବସର ମିଳିନାହିଁ । ଆପଣଙ୍କୁ ଦେଶ ବହୁତ ଚାହୁଁଛି । ଗୁଡାଏ ସ୍ଥାନରେ ଆପଣଙ୍କୁ ଭୁଲ୍ ବୋଲି ଦର୍ଶାଯାଉଛି । ହେଲେ ଏହା କେବଳ ଜନମତକୁ ପ୍ରଭାବିତ କରିବା ପାଇଁ କରାଯାଉଛି । ହେଲେ ଆପଣଙ୍କୁ ଯେଉଁ ଶ୍ରଦ୍ଧା, ସମ୍ମାନ, ଭ୍‌କ୍ତି ମିଳୁଛି ତାହା ବୋଧହୁଏ ଅନ୍ୟ କୌଣସି ପ୍ରଧାନମନ୍ତ୍ରୀଙ୍କୁ ମିଳୁ ନ ଥିବା ମୋର ମନେହୁଏ । ଆମେମାନେ ଭାଗ୍ୟବାନ ଯେ ଆପଣଙ୍କ ଭଳି ପ୍ରଧାନମନ୍ତ୍ରୀଙ୍କୁ ପାଇଛୁ । ଦେଶର ଯେଉଁ ସାଧାରଣ ଜନତା ସୋସିଆଲ ମିଡିଆ ସହ ଜଡିତ ନୁହେଁ ସେମାନେ ବି ଆପଣଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri