ବିନା ଭକ୍ତରେ ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀ

ବରଗଡ଼ ଅଫିସ,୧୭ା୯: ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଗୁରୁବାର ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। କୋଭିଡ୍‌-୧୯ କଟକଣାକୁ ଦୃଷ୍ଟିରେ ରଖି ଏହି ପୀଠରେ ମହାଳୟା ତିଥି ପାଳନ କରାଯାଉ ଥିବାବେଳେ ଅନ୍ୟବର୍ଷ ଭଳି ମା’ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ନାହିଁ। ମା’ଙ୍କୁ ଏହି ବେଶରେ ଦର୍ଶନ କଲେ ଗଙ୍ଗା ଦର୍ଶନର ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଭକ୍ତମାନଙ୍କ ବିଶ୍ୱାସ ରହିଛି। ଫଳରେ କୋଭିଡ୍‌ ଗାଇଡଲାଇନ ପାଳନ କରି ଭକ୍ତମାନେ ଦେବୀଙ୍କ ଦର୍ଶନ କରୁଛନ୍ତି। ପଣ୍ଡିତ ଶିବ ଶଙ୍କର ଦାଶ, ବିଘ୍ନରାଜ ଦାଶ ପ୍ରମୁଖ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…

ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri