Posted inଖେଳ

ଚିୟରଲିଡରଙ୍କୁ ହୃଦୟ ଦେଇ ବସିଥିଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି ଓ୍ବିକେଟ୍‌କିପର୍‌: ଫେସବୁକ୍‌ରୁ ଆରମ୍ଭ ହୋଇଥିଲା ଲଭ୍‌ଷ୍ଟୋରୀ

ନୂଆଦିଲ୍ଲୀ,୧୭।୯: ୨୦୨୦ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଓ୍ବିକେଟ୍‌କିପର ଭାବେ ନଜର ଆସିବେ କ୍ୱିଣ୍ଟନ୍‌ ଡି କକ୍‌। ନିଜ ଖେଳକୁ ନେଇ ପରିଚିତ କ୍ୱିଣ୍ଟନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ସେତେଟା କେହି ଜାଣନ୍ତି ନାହିଁ। କାରଣଟି ହେଲା ସେ ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରୁହନ୍ତି। ଏହି ଖେଳାଳି ଚିୟରଲିଡରଙ୍କୁ ନିଜର ହୃଦୟ ଦେଇ ବସିଥିଲେ। ଫେସବୁକ୍‌ରୁ ତାଙ୍କ ପ୍ରେମକାହାଣୀ ଆରମ୍ଭ ହୋଇ ବିବାହରେ ଶେଷ ହୋଇଛି।

ଡି କକ୍‌ ଏବଂ ସାଶା ହର୍ଲେ ପ୍ରଥମ ଥର ପାଇଁ ୨୦୧୨ ଚମ୍ପିଆନ୍ସ ଲିଗ୍‌ର ଏକ ମ୍ୟାଚ୍‌ରେ ପରସ୍ପରକୁ ଭେଟିଥିଲେ। ମ୍ୟାଚ୍‌ରେ ଚିୟରଲିଡର ଥିଲେ ସାଶା। ଉକ୍ତ ମ୍ୟାଚ୍‌ରେ ଡି କକ୍‌ ଭଲ ପ୍ରଦର୍ଶନ କରିଥିଲେ। ଖେଳ ଶେଷ ହେବା ପରେ ସାଶା ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ଆସିଥିଲେ। ପରେ ତାଙ୍କୁ ଫେସବୁକ୍‌ରେ ଡି କକ୍‌ ଧନ୍ୟବାଦ ଜଣାଇଥିଲେ। ଏହାପରଠାରୁ ଉଭୟ କଥା ହେବାକୁ ଲାଗିଥିଲେ।

ଧିରେ ଧିରେ ଏହା ପ୍ରେମରେ ପରିଣତ ହୋଇଥିଲା। ବହୁତ ସାହସ କରି ସାଶାଙ୍କୁ ଫୋନ୍‌ ନଂ ମାଗିଥିଲେ ଡି କକ୍‌। ପରେ ଫୋନ୍‌ରେ ଉଭୟ କଥା ହୋଇଥିଲେ। ଦୀର୍ଘ ୩ ବର୍ଷ ଧରି ସେଭଳି ଚାଲିଥିଲା। ସେମାନେ ପରସ୍ପରକୁ ଡେଟ୍‌ କରିଥିଲେ। ୨୦୧୫ରେ ଉଭୟ ନିର୍ବନ୍ଧ କରି ନେଇଥିଲେ। ୨୦୧୬ରେ ସେମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri