Posted inଖେଳ

ଆର୍‌ସିବି ଅଧ୍ୟକ୍ଷ ହେବେ ଆନନ୍ଦ

ନୂଆଦିଲ୍ଲୀ,୧୯।୯(ପି.ଟି.): ଡିଆଜିଓ ଇଣ୍ଡିଆ ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ଆନନ୍ଦ କ୍ରିପାଳୁ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର (ଆର୍‌ସିବି) ଅଧ୍ୟକ୍ଷ ପଦରେ ନିଯୁକ୍ତ ହେବେ। ସଞ୍ଜୀବ୍‌ ଚୁରିଓ୍ବାଲାଙ୍କ ବଦଳରେ ସେ ଏହି ଗୁରୁଦାୟିତ୍ୱ ଅକ୍ଟୋବର ୧ ତାରିଖରୁ ସମ୍ଭାଳିବେ। ଆନନ୍ଦ ଏବେ ଡିଆଜିଓ ଇଣ୍ଡିଆର ମ୍ୟାନେଜିଂ ଡାଇରେକ୍ଟର ଓ ସିଇଓ ପଦରେ ରହିଛନ୍ତି।
ଚୁରିଓ୍ବାଲା ଏପିଏସି ରିଜିଅନର ଫାଇନାନ୍ସ ଡାଇରେକ୍ଟର ପଦ ସମ୍ଭାଳିବା ପାଇଁ ସିଙ୍ଗାପୁର ଯାତ୍ରା କରିବେ। ଆର୍‌ସିବି ଡିଆଜିଓ ଇଣ୍ଡିଆର ଅବିଚ୍ଛେଦ୍ୟ ଅଙ୍ଗ ରହି ଆସିଛି। ପରଦା ପଛରେ ମଧ୍ୟ ଗତ ୬ ବର୍ଷ ହେବ ଆରସିବି ସହିତ ଜଡିତ ରହିଆସିଛି ବୋଲି ଆନନ୍ଦ କହିଛନ୍ତି। ଆନନ୍ଦ ଆଇଆଇଟି ମାଡ୍ରାସ୍‌ ଓ ଆଇଆଇଏମ୍‌ କୋଲକାତାର ଗ୍ରାଜୁଏଟ୍‌। ୨୦୧୪ ପରଠାରୁ ସେ ଡିଆଜିଓ ଇଣ୍ଡିଆ ସହିତ ଜଡିତ ରହି ଏକାଧିକ ଗୁରୁତ୍ୱପୂର୍ଣ୍ଣ ପଦରେ ସଫଳତାର ସହ ଦାୟିତ୍ୱ ସମ୍ଭାଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri