ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୮

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୮୫୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪୪୩୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୦୭୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri