ଓଡ଼ିଶାରେ କରୋନା ଆରୋଗ୍ୟ ସଂଖ୍ୟା ଦେଢ଼ ଲକ୍ଷ ଟପିଲା

ଭୁବନେଶ୍ୱର, ୨୨।୯: ଓଡ଼ିଶାରେ ମଙ୍ଗଳବାର ସୁଦ୍ଧା ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ୩ ହଜାର ୮୩୪ ଜଣ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ମୋଟ୍‌ ଲୋକଙ୍କ ସଂଖ୍ୟା ଏକ ଲକ୍ଷ ୫୩ ହଜାର ୨୧୩କୁ ବୃଦ୍ଧି ପାଇଛି। ମଙ୍ଗଳବାର ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୋଳ ୨୧୦, ବରଗଡ଼ ୧୯୦, ବାଲେଶ୍ୱର ୧୮୫, ବଲାଙ୍ଗୀର ୧୮୩, କେନ୍ଦ୍ରାପଡ଼ା ୧୫୬, କଳାହାଣ୍ଡି ୧୫୦, ସମ୍ବଲପୁର ୧୩୮, ଜଗତ୍‌ସିଂହପୁର ୧୨୩, ମୟୂରଭଞ୍ଜ ୧୨୨, ଯାଜପୁର ୧୧୮, କନ୍ଧମାଳ ୧୧୦, ସୁନ୍ଦରଗଡ଼ ୧୧୦, ନବରଙ୍ଗପୁର ୯୭, ସୋନପୁର ୯୩, ନୂଆପଡ଼ା ୯୧, କୋରାପୁଟ ୭୪, ଝାରସୁଗୁଡ଼ା ୭୦, କେନ୍ଦୁଝର ୫୫, ନୟାଗଡ଼ ୫୫,ଭଦ୍ରକ ୫୩, ବୌଦ୍ଧ ୪୧, ମାଲକାନଗିରି ୨୭, ରାୟଗଡ଼ା ୨୨, ଦେବଗଡ଼ ୨୦, ଢେଙ୍କାନାଳ ୧୭, ଗଞ୍ଜାମ ୧୭, ଗଜପତି ୧୩ ଜଣ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri