Posted inଖେଳ

ଧୋନୀଙ୍କ ଉପରେ ବର୍ଷିଲେ ଗମ୍ଭୀର

ଆଇପିଏଲର ସବୁଠୁ ସଫଳ ଟିମ୍‌ ମଧ୍ୟରେ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ ଚଳିତ ସିଜିନ ବିଜୟ ଅଭିଯାନରୁ ଆରମ୍ଭ କରିଛି। କିନ୍ତୁ ଚେନ୍ନାଇ ସୁପର କିଙ୍ଗସ ଦ୍ୱିତୀୟ ମ୍ୟାଚ୍‌ରେ ପରାଜୟର ସାମ୍ନା କରିଛି। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଧୋନୀଙ୍କ ଦଳ ୧୬ ରନରେ ହାରିଛି। ଏହି ପରାଜୟ ପରେ ଧୋନୀଙ୍କୁ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଗୌତମ ଗମ୍ଭୀର ସମାଲୋଚନା କରିଛନ୍ତି। ୨୧୭ ରନର ଟାର୍ଗେଟକୁ ପିଛା କରିବା ବେଳେ ସିଏସକେ ୧୧୪ରନରେ ୫ଟି ଉଇକେଟ ହରାଇଥିଲା, ଏହା ପରେ ଏମଏସ ଧୋନୀ ୧୪ ତମ ଓଭରରେ ବ୍ୟାଟିଂ କରିବାକୁ ଆସିଥିଲେ। ସେହି ସମୟରେ ଜିତିବା ପାଇଁ ଦଳକୁ ୧୦୩ରନ ଆବଶ୍ୟକ ଥିଲା। ସେ କହିଛନ୍ତି, ସାମ କୁରେନ, ରୁତୁରାଜ ଗାଇକୱାଡ ଆସିବା ପୂର୍ବରୁ ଧୋନୀ ପ୍ରଥମେ ବ୍ୟାଟିଂ ପାଇଁ ଆସିବା ଉଚିତ୍‌ ଥିଲା। ଧୋନୀଙ୍କ ନିଷ୍ପତ୍ତି ଉପରେ ଗମ୍ଭୀର କହିଛନ୍ତି ଯେ, ମୁଁ ଟିକେ ଆଶ୍ଚର୍ଯ୍ୟ ହୋଇଥିଲି, ସତ କହିବାକୁ ଗଲେ ଧୋନୀ କାହିଁକି ୭ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ ମୁଁ ବୁଝିପାରିଲି ନାହିଁ। ନିଜ ପୂର୍ବରୁ ବ୍ୟାଟିଂ କରିବାକୁ କ୍ୟୁରେନ ଏବଂ ଗାଏକ୍ୱାଡଙ୍କୁ କାହିଁକି ପଠାଗଲା? ଗମ୍ଭୀର କହିଛନ୍ତି ଯେ ସେ ଆଗକୁ ଆସି ନେତୃତ୍ୱ ନେବାର ଥିଲା। ଧୋନୀ ୭ ନମ୍ବରରେ ଆସିଲା ବେଳକୁ ମ୍ୟାଚ୍‌ ଶେଷ ହୋଇଯାଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri