ରାଜଧାନୀରେ ଚିହ୍ନଟ ହେଲେ ୩୨୬ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୫ ।୯: ରାଜଧାନୀ ଭୁବନେଶ୍ୱରରେ ବେଳକୁ ବେଳ ଅଣାୟତ ହୋଇଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଏଠାରେ ୩୨୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପୁଣିଥରେ ଚିନ୍ତା ବଢାଇଛି । ଏମାନଙ୍କ ମଧ୍ୟରେ ୨୫୬ ରହିଛି ଲୋକାଲ କେସ୍ । ଏହାକୁ ନେଇ ଏବେ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦,୨୧୯ରେ ପହଞ୍ଚିଥିବା ବେଳେ ଏପର୍ଯ୍ୟନ୍ତ ୧୬,୫୧୧ ଜଣ ସୁସ୍ଥ ହୋଇ ସାରିଲେଣି । ସେହିଭଳି ୩,୬୧୨ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୮୦ ଜଣଙ୍କର ଜୀବନ ନେଲାଣି କରୋନା ମହାମାରୀ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri