ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩ରେ ପହଞ୍ଚିଛି।
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩ରେ ପହଞ୍ଚିଛି।
ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...
ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...
ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...
ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...
ଭୁବନେଶ୍ୱର, ୨୫।୧୨(ସୁନିତ୍ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର୍ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର ନୂଆ ମୁଖ୍ୟ ଶାସନ...
ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...
ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...
ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...
