ଗଞ୍ଜାମ, ୨୬।୯(ଡି.ଏନ୍.ଏ .): ଗଞ୍ଜାମ ଥାନା ଐତିହାସିକ ପୋତାଗଡ଼ ସ୍ଥିତ ଋଷିକୂଲ୍ୟା ନଦୀରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଶନିବାର ଦେଖିବାକୁ ମିଳିଛି l ଖବର ପାଇ ଗଞ୍ଜାମ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି l ମୃତକଙ୍କ ବୟସ ପାଖାପାଖି ୪୦ ବର୍ଷ ହୋଇଥିବା ବେଳେ ସେ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଥିବା ଦେଖିବାକୁ ମିଳୁଛି। ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ କହିଛନ୍ତି l
Posted inଆମ ଜିଲା ଖବର, ଗଞ୍ଜାମ View All
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
Archives


