Posted inଜାତୀୟ

ଭାଜପା ନେତାଙ୍କ ବିବାଦୀୟ ବୟାନ: କରୋନା ସଂକ୍ରମିତ ହୋଇ ମମତାଙ୍କୁ କରିବେ ଆଲିଙ୍ଗନ

କୋଲକାତା,୨୮ ।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ସେଠାରେ ବିଭିନ୍ନ ରାଜନୈତିକ ଦଳ ସଜବାଜ ହେବା ଦେଖାଗଲାଣି । ବିଶେଷ କରି ଭାରତୀୟ ଜନତା ପାର୍ଟି(ଭାଜପା) ଓ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି )ମଧ୍ୟରେ କଥା କଟାକଟି ଆରମ୍ଭ ହୋଇଯାଇଛି । ନିକଟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନୂଆ ଟିମରେ ସାମିଲ ହୋଇଥିବା ତଥା ପଶ୍ଚିମବଙ୍ଗର ରାଷ୍ଟ୍ରୀୟ ସଚିବ ପଦ ଦିଆଯାଇଥିବା ଅନୁପମ ହାଜରା ନିକଟରେ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ସେ କହିଛନ୍ତି ଯଦି ସେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବେ ତେବେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଶ୍ଚୟ ଆଲିଙ୍ଗନ କରିବେ । ଏହାପରେ ଏଭଳି ବୟାନକୁ ନେଇ ସିଲିଗୁଡିରେ ଅନୁପମଙ୍କ ନାଁରେ ଏକ ଅଭିଯୋଗ କରାଯାଇଛି । ସୂଚନଯୋଗ୍ୟ, ରବିବାର ଦକ୍ଷିଣ ୨୪ ପ୍ରଗଣାରେ ଦଳୀୟ କର୍ମୀଙ୍କୁ ଉଦ୍‌ବୋଧନ ଦେବା ସମୟରେ ଅନୁପମ ଏଭଳି ବୟାନ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri