ବରଗଡ଼ରୁ ୬୯ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୨୭୪ରେ ପହଞ୍ଚିଲା

ବରଗଡ଼ ଅଫିସ,୨୯।୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର
ଜିଲାରେ ପୁଣି ୬୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ ବ୍ଲକର ୫, ବରଗଡ଼ ବ୍ଲକର ୩, ବରଗଡ଼ ପୌରାଞ୍ଚଳର ୭, ଅତାବିରା ବ୍ଳକର ୧୨, ଅତାବିରା ଏନ୍‌ଏସିର ୬, ବିଜେପୁର ବ୍ଳକର ୩, ବରପାଲି ବ୍ଲକର ଜଣେ,ବରପାଲି ଏନ୍‌ଏସିର ୪, ଅମ୍ବାଭୋନା ବ୍ଲକର ୨, ପଦ୍ମପୁର ବ୍ଲକର ୨, ପଦ୍ମପୁର ଏନଏସିର ୫, ଭଟଲି ବ୍ଲକର ୪ଜଣ, ପାଇକମାଲ ବ୍ଲକର ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨୭୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨ଜଣକର ମୃତ୍ୟୁ ହୋଇଥିବା ବେଳେ ୫୨୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୯୭୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri