Posted inଫୁରସତ

ଲୁଡୋ ଖେଳରେ ବାପାଙ୍କଠାରୁ ହାରିଲେ ଝିଅ: ପରେ ଯାହା ଘଟିଲା ଶୁଣିିଲେ ବିଶ୍ୱାସ ହେବ ନାହିଁ

କରୋନା ଭାଇରସ ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ଲୁଡୋ ଖେଳ ପରିବାରର ପ୍ରିୟ ଖେଳ ପାଲଟିଲା। ପରିବାର ସଦସ୍ୟ ଏକାଠି ବସି ଲୁଡୋ ଖେଳିବାକୁ ଲାଗିଲେ। କିନ୍ତୁ ଏହି ଲୁଡୋ ଖେଳରେ ବାପା ଝିଅକୁ ହରାଇବାରୁ ସମ୍ପର୍କ ଭାଙ୍ଗଯିବାକୁ ବସିଛି। ହାରିଯାଇଥିବା ଝିଅ ଏବେ ନିଜ ବାପାଙ୍କ ସହ ସମ୍ପର୍କ ରଖିବାକୁ ଚାହୁଁ ନାହାନ୍ତି। ମାମଲା ଯାଇ ଏବେ ପହଞ୍ଚିିଛି ପାରିବାରିକ କୋର୍ଟରେ। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ।
ବର୍ତ୍ତମାନ ପର୍ଯ୍ୟନ୍ତ ଖେଳ ମଉଜ ମସ୍ତି ଏବଂ ସମ୍ପର୍କ ସ୍ଥାପନ କରିବାର ଏକ ମାଧ୍ୟମ ଥିଲା। ହେଲେ ପରିବର୍ତ୍ତିତ ସମୟ ଯୋଗୁ ଏବେ ଖେଳ ସମ୍ପର୍କ ଭାଙ୍ଗିବାର କାରଣ ସାଜିଛି। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଏମିତି ଏକ ଘଟଣା ସାମ୍ନାକୁ ଆସିଛି । ୨୪ ବର୍ଷର ଜଣେ ଯୁବତୀ ବାପା ଏବଂ ଭାଇ ଭଉଣୀଙ୍କ ସହ ମିଶି ଲୁଡୋ ଖେଳୁଥିଲେ। ଏହି ଖେଳରେ ବାପା ଝିଅକୁ ହରାଇ ଦେଲେ। ଏହା ଝିଅଙ୍କ ମନରେ ଏମିତି ପ୍ରଭାବ ପକାଇଲା ଯେ, ସେ ବାପାଙ୍କ ସହ ସବୁଦିନ ପାଇଁ ସମ୍ପର୍କ ଛିିନ୍ନ କରିବାକୁ ନିଷ୍ପତ୍ତି ନେଲେ। ବାପାଙ୍କୁ ଘୃଣା ମଧ୍ୟ କରିବାକୁ ଲାଗିଲେ। ପରେ ଏହି ଘଟଣା ପାରିବାରିକ କୋର୍ଟରେ ପହଞ୍ଚିଲା। କୋର୍ଟର ପରାମର୍ଶଦାତା ସରିତା ରଜନୀ କୁହନ୍ତି, ୨୦ ବର୍ଷର ଜଣେ ଯୁବତୀ ତାଙ୍କ ନିକଟକୁ ଆସି କହିଥିଲେ ଯେ, ସେ ନିଜ ବାପା ଓ ଭାଇଙ୍କ ସହ ଲୁଡୋ ଖେଳୁଥିଲେ। ଏହି ସମୟରେ ତାଙ୍କ ବାପା ତାଙ୍କୁ ଖେଳରେ ହରାଇଦେଲେ। ଏହା ପରେ ସେ ଅନୁଭବ କରିବାକୁ ଲାଗିଲେ ଯେ, ବାପାଙ୍କ ସହ ତାଙ୍କର ସମସ୍ତ ସମ୍ପର୍କ ଶେଷ ହୋଇଯାଇଛି। ଯେଉଁ ବାପା ତାଙ୍କ ପାଇଁ ସବୁକିଛି କରୁଥିଲେ, ତାଙ୍କୁ ସମସ୍ତ ପ୍ରକାରର ଖୁସି ଦେଉଥିଲେ, ଆସି ସେ କିପରି ହରାଇ ପାରିଲେ। ଏଥିପାଇଁ ଯୁବତୀ ଆଉ ତାଙ୍କୁ ବାପା କହିବାକୁ ମଧ୍ୟ ଚାହୁଁ ନାହାନ୍ତି। ସରିତା ଏଥିପାଇଁ ତାଙ୍କୁ ବହୁତ ବୁଝାଇବା ପରେ ସାମାନ୍ୟ ସୁଧାର ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣା, ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ଢାକା,୧।୧: ବାଂଲାଦେଶରେ ଅଶାନ୍ତି ଜାରି ରହିଛି। ବୁଧବାର, ଏକ ଜନଗହଳି ଆଉ ଜଣେ ହିନ୍ଦୁ ବ୍ୟକ୍ତି ଖୋକନ ଦାସଙ୍କୁ ଆକ୍ରମଣ କରି ଆହତ କରିଥିଲା ଏବଂ...

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି...

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

New Year ୨୦୨୬: ନୂଆବର୍ଷର ପ୍ରଥମ ସନ୍ଧ୍ୟାରେ କରନ୍ତୁ ଏହି ବିଶେଷ ଉପଚାର, ଘରେ ଦେବୀ ଲକ୍ଷ୍ମୀଙ୍କ…

୨୦୨୬ ବର୍ଷ ଆରମ୍ଭ ହୋଇଛି। ଆଜି ନୂତନ ବର୍ଷର ପ୍ରଥମ ଦିନ। ସମସ୍ତେ ନିଜ ପରିବାର ଏବଂ ବନ୍ଧୁମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଉଛନ୍ତି ।...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri