Posted inଜାତୀୟ

ଆଉନାହାନ୍ତି ଜହ୍ନମାମୁ ପତ୍ରିକାର କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ଚେନ୍ନାଇ,୩୦।୯:: ପ୍ରସିଦ୍ଧ ଚିତ୍ରକର ତଥା କାର୍ଟୁନିଷ୍ଟ କେ.ସି ଶିବଶଙ୍କର ଆଉନାହାନ୍ତି। ୯୭ ବର୍ଷ ବୟସରେ ଚେନ୍ନାଇରେ ତାଙ୍କର ପରଲୋକ ଘଟିଛି। ସେ ଲୋକପ୍ରିୟ ଜହ୍ନମାମୁ ପତ୍ରିକାର କାର୍ଟୁନିଷ୍ଟ ଭାବେ କାର୍ଯ୍ୟ କରିଥିଲେ। ୧୯୨୪ରେ ଜନ୍ମିତ ଶିବଶଙ୍କର ଅଶି ଓ ନବେ ଦଶକରେ ବେଶ ଲୋକପ୍ରିୟତା ପାଇଥିବା ଜହ୍ନମାମୁ ବ୍ୟତୀତ ବିକ୍ରମ ବେତାଳ ସିରିଜ୍‌ର ମଧ୍ୟ ଚିତ୍ରକର ଥିଲେ। ୧୯୪୭ ମସିହାରେ ଜହ୍ନମାମୁ ପତ୍ରିକାରେ ଯୋଗ ଦେଇଥିଲେ। ଜହ୍ନମାମୁ ପତ୍ରିକା ବନ୍ଦ ହେବା ପର୍ଯ୍ୟନ୍ତ ସେ ସେଥିରେ କାର୍ଯ୍ୟ କରୁଥିଲେ। ପ୍ରାୟ ସବୁଭାଷାରେ ପ୍ରକାଶିତ ଜହ୍ନମାମୁ ଘରେ ଘରେ ଲୋକପ୍ରିୟତା ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri