Posted inଜାତୀୟ

ମହାତ୍ମା ଗାନ୍ଧୀ, ଲାଲବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୧ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଶୁକ୍ରବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଗାନ୍ଧୀ ଜୟନ୍ତୀ ଅବସରରେ ଏଠାରେ ଏକ ଭଜନ ସମାରୋହ ମଧ୍ୟ ଆୟୋଜିତ ହୋଇଥିଲା। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ବାପୁଙ୍କୁ ମନେ ପକାଇଥିଲେ। ଗାନ୍ଧୀ ଜୟନ୍ତୀ ଅବସରରେ ଆମେ ପ୍ରିୟ ବାପୁଙ୍କୁ ନମସ୍କାର କରୁଛୁ। ତାଙ୍କ ଜୀବନ ଏବଂ ମହାନ ଚିନ୍ତାଧାରାରୁ ଅନେକ କିଛି ଶିଖିବାକୁ ଅଛି। ବାପୁଙ୍କ ଆଦର୍ଶ ଆମକୁ ଏକ ସମୃଦ୍ଧ ତଥା ଦୟାଳୁ ଭାରତ ସୃଷ୍ଟି କରିବାରେ ମାର୍ଗଦର୍ଶନ ଜାରି ରଖିବ ବୋଲି ସେ ଟୁଇଟ୍‌ ଯୋଗେ କହିଥିଲେ।
ଏହା ବ୍ୟତୀତ ମୋଦି ବିଜୟ ଘାଟରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶୁକ୍ରାବାର ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୬ ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

https://twitter.com/narendramodi/status/1311843987532050437


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri