ମୁମ୍ବାଇ ବସ୍ତିର ଝିଅ ମଲିଶା ରାତାରାତି ହେଲେ ପ୍ରସିଦ୍ଧ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ ବସ୍ତିରେ ରହୁଥିବା ଝିଅ ମଲିଶା ଖାରଓ୍ବା ଏବେ ଖୁବ୍‌ ଚର୍ଚ୍ଚାରେ। ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଫଲୋଅର୍ସଙ୍କ ତାଲିକା ମଧ୍ୟ କ୍ରମାଗତ ଭାବେ ବଢ଼ିଚାଲିଛି। ଏହାର କାରଣ ହେଉଛନ୍ତି ହଲିଉଡ୍‌ ଅଭିନେତା ରବର୍ଟ ହୋଫମ୍ୟାନ୍‌। ପ୍ରକୃତ କଥା ହେଲା, ଗତ ଫେବୃୟାରୀରେ ରବର୍ଟ ନିଜର ଏକ ମ୍ୟୁଜିକ ଭିଡିଓ ପାଇଁ ଭାରତ ଆସିଥିଲେ। ଏହି ଅବସରରେ ତାଙ୍କର ମଲିଶାଙ୍କ ସହ ସାକ୍ଷାତ ହୋଇଥିଲା। ମଲିସା ଜଣେ ମଡେଲ ହେବାକୁ ଚାହୁଁଥିବା ରବର୍ଟଙ୍କୁ କହିଥିଲେ। ଏହାପରେ ରବର୍ଟ ଏଥିରେ ତାଙ୍କୁ ସହଯୋଗ କରୁଛନ୍ତି। ଏହା ପରଠାରୁ ରବର୍ଟ ଏବଂ ମଲିଶାଙ୍କ ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକ ଭିଡିଓରେ ମଲିଶା ରବର୍ଟଙ୍କୁ ହିନ୍ଦୀ ଶିଖାଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri