ଭୁବନେଶ୍ୱରରୁ ଆଜି ୩୨୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୯

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୨୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୯୨୫୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୦ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୦୨ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri