Posted inଫୁରସତ

ବିବାହ ପାଇଁ ଏମିତି ସର୍ତ୍ତ ରଖିଲେ ବର ସୋସିଆଲ ମିଡିଆରେ ଭାଇରାଲ ହେଲା ବିଜ୍ଞାପନ

କୋଲକାତା,୫ ।୧୦: ବିବାହ ପାଇଁ ଏବେ ବିଭିନ୍ନ ପ୍ରକାର ମ୍ୟାଟ୍ରିମୋନିଆଲ ସାଇଟରେ ଖୋଜା ଚାଲିଛି ବରକନ୍ୟା । ଏଥିରେ ସାଧାରଣତଃ ଅନେକ ଲୋକ ସୁନ୍ଦର, ଗୋରା ଓ ପତଳା ଝିଅ ଖୋଜୁଥିବା ଲକ୍ଷ୍ୟ କରାଯାଇଛି । ହେଲେ ନିକଟରେ ଏମିତି ଏକ ବିଜ୍ଞାପନ ଆସିଛି ଯେଉଁଥିରେ ଥିବା ସର୍ତ୍ତକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି । ପଶ୍ଚିମବଙ୍ଗର ୩୭ ବର୍ଷୀୟ ଜଣେ ଓକିଲ ତାଙ୍କ ପାଇଁ ଝିଅ ଖୋଜୁଥିବା ବେଳେ ଏକ ବିଜ୍ଞାପନ ଦେଇଥିଲେ । ଏହି ବିଜ୍ଞାପନକୁ ଏବେ ଆଇଏଏସ୍ ନିତିନ ସାଙ୍ଗୱାନ ସୋସିଆଲ ମିଡିଆ ଟୁଇଟରରେ ଶେୟାର୍ କରିଛନ୍ତି । ଓକିଲ ଜଣକ ନିଜ ସମ୍ପର୍କରେ ସମସ୍ତ ବିବରଣି ଦେବା ସହ ଲେଖିଛନ୍ତି ସେ ବିନା କୌଣସି ଡିମାଣ୍ଡରେ ବିବାହ କରିବେ । ହେଲେ କନ୍ୟା ସୁନ୍ଦର, ଡେଙ୍ଗା ଓ ପତଳା ହେବା ସହ ସୋସିଆଲ ମିଡିଆ ବ୍ୟବହାର କରୁ ନ ଥିବେ । ଏହି ବିଜ୍ଞାପନ ଦେଖିବା ପରେ ସମସ୍ତେ ଟିକେ ଭ୍ରୁକୁଞ୍ଚନ କରିଛନ୍ତି । କେହି କେହି କହିଛନ୍ତି ଆଜିକାଲି ସେମିତି କନ୍ୟା ମିଳିବା ମୁସ୍କିଲ । କାରଣ ଏବେ ପ୍ରାୟ ସମସ୍ତଙ୍କର ଅତିକମରେ ଫେସବୁକ, ଟୁଇଟର ଓ ଇନଷ୍ଟାଗ୍ରାମରେ ନିହାତି ଗୋଟିଏ ଆକାଉଣ୍ଟ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri