ଓ୍ବେସ୍କୋକୁ ଘରୋଇକରଣ ପ୍ରତିବାଦରେ ବିଦ୍ୟୁତ କର୍ମଚାରୀଙ୍କ ଧାରଣା

କର୍ଲାମୁଣ୍ଡା,୫ା୧୦(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶା ବିଦ୍ୟୁତ ଶ୍ରମିକ କର୍ମଚାରୀ ଇଞ୍ଜିନିୟରସ ଏକତା ମଞ୍ଚ ପକ୍ଷରୁ ଓ୍ବେସ୍କୋକୁ ଘରୋଇକରଣ ପାଇଁ ରାଜ୍ୟ ସରକାରଙ୍କ ନିର୍ଣ୍ଣୟକୁ ବିରୋଧ କରି କଳାହାଣ୍ଡି ଜିଲା ମଦନପୁର ରାମପୁର ସେକ୍ସନରେ କାର୍ଯ୍ୟରତ ସମସ୍ତ କର୍ମଚାରୀ କଳାବ୍ୟାଜ୍‌ ଧାରଣ କରି ବିରୋଧ କରିଥିବା ଦେଖିବାକୁ ମିଳିଛି। କର୍ଲାମୁଣ୍ଡା ସବ୍‌ଷ୍ଟେଶନଠାରେ ଜଗବନ୍ଧୁ କଟା, ବାଞ୍ଚାବଟ ରଣା, ସୁଶାନ୍ତ କୁମାର ସାହୁ, ଧନିରାମ ମେହେର, ସତ୍ୟମ ରଣା, ପ୍ରେମାନନ୍ଦ ନାଏକ ପ୍ରମୁଖ ଯୋଗଦେଇ କଳାବ୍ୟାଜ୍‌ ଧାରଣ କରିଥିଲେ। ୭ ଦିନ ଭିତରେ ସରକାର ନିଷ୍ପତ୍ତି ପରିବର୍ତ୍ତନ ନ କଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ସବ୍‌ ଡିଭିଜନାଲ ସମ୍ପାଦକ ଛବି କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri