Posted inଫୁରସତ

ନିର୍ବନ୍ଧ ପରେ ବିବାହ ତାରିଖ ସ୍ଥିର ନ ହେବାରୁ ୧୫୦ ଫୁଟ ଉଚ୍ଚ ଟାଓ୍ବାରରୁ ଡେଇଁ ଆତ୍ମହତ୍ୟା କଲେ ଯୁବକ

ରାୟପୁର, ୫।୧୦: ଛତିଶଗଡ଼ ବାଲୋଦ ଜିଲାରୁ ଚକିତ କଲା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜିଲାର ସୁରେଗ୍ରାମ ପୋଲିସ ଷ୍ଟେସନ ଅନ୍ତର୍ଗତ ରାଣୀତରାଇ ଗ୍ରାମର ଜଣେ ଯୁବକ ବିବାହ ତାରିଖ ସ୍ଥିର ନ ହେବାରୁ ୧୫୦ ଫୁଟ୍‌ ଉଚ୍ଚ ଟାଓ୍ବାରରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଯୁବକଙ୍କ ନାମ ହେଲା ଆଭନ ଶ୍ରୀବାସ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ୨୪ ବର୍ଷୀୟ ଶ୍ରୀବାସଙ୍କ ନିର୍ବନ୍ଧ ସରି ଯାଇଥିଲେ ମଧ୍ୟ ବିବାହ ତାରିଖ ସ୍ଥିର ହୋଇପାରି ନ ଥିଲା। ଯେଉଁଥି ପାଇଁ ସେ ବେଶ୍‌ ଚିନ୍ତିତ ଥିଲେ। ଶେଷରେ ରବିବାର ଆତ୍ମହତ୍ୟା କରିଛନ୍ତି। ସ୍ଥାନୀୟ ପୋଲିସର ସୂଚନା ଅନୁଯାୟୀ, ରବିବାର ସକାଳ ୯ଟା ୩୦ରେ ଏହି ଘଟଣା ଘଟିଥିଲା। ଯୁବକଜଣଙ୍କ ୧୫୦ ଫୁଟ୍‌ ଉଚ୍ଚତା ବିଶିଷ୍ଟ ଏକ ମୋବାଇଲ୍‌ ଟାଓ୍ବାର ଉପରକୁ ଚଢ଼ି ଯାଇଥିଲେ। ଏହାପରେ ସେଠାରୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ସମଗ୍ର ଗ୍ରାମ ସ୍ତବ୍ଧ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri