ରୁଷିଆରେ ପୁଣି ବଢିଲା କରୋନା ସଂକ୍ରମଣ: ବନ୍ଦ ହେଲା ଶିକ୍ଷାନୁଷ୍ଠାନ

ମସ୍କୋ,୬ ।୧୦: ସାରା ବିଶ୍ୱରେ ନିଜର କରୋନା ଭ୍ୟାକ୍ସିନକୁ ନେଇ ଚର୍ଚ୍ଚାରେ ଥିବା ରୁଷିଆ ପୁଣିଥରେ ଅଡୁଆରେ ପଡିଯାଇଛି । ଦେଶରେ ଅଚାନକ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ଦୋବାସୀଙ୍କ ଚିନ୍ତାକ୍‌ୁ ବଢାଇ ଦେଇଛି । ଲଗାତାର ଭାବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି କୁହାଯାଉଛି । ସୋମବାର ସେଠାରେ ୧୦ ହଜାରରୁ ଅଧିକ ସଂକ୍ରମିତଙ୍କୁ ଚିହ୍‌ଟ କରାଯାଇଥିବା ବଳେ ଏମାନଙ୍କ ମଧ୍ୟରୁ କେବଳ ୩,୫୩୭ ଜଣ ରାଜଧାନୀ ମସ୍କୋର ବୋଲି ଜଣାପଡିଛି । ମେ’ ମାସ ପରେ ଏହା ସର୍ବାଧିକ ସଂକ୍ରମଣ ସଂଖ୍ୟା ବୋଲି କୁହାଯାଉଛି । ଇତିମଧ୍ୟରେ ୧୧୭ ଲୋକଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ବେଳେ ଏବେ ସେଠାରେ ମୋଟ ମୃତ୍ୟୁ ସଂଖ୍ୟା ୨୧,୪୭୫ ହୋଇଛି । ରୁଷିଆରେ କରୋନା ସଂକ୍ରମଣ ଆରମ୍ଭରୁ ଏପର୍ଯ୍ୟନ୍ତ ମୋଟ ୧,୨୨,୫,୮୮୯ରେ ପହଞ୍ଚିଥିବା କୁହାଯାଉଛି । ଏବେ ପୁଣିଥରେ କରୋନା ସଂକ୍ରମିତ ବୃଦ୍ଧି ପାଇଥିବାରୁ ଖୋଲା ଯାଇଥିବା ସ୍କୁଲକୁ ପୁଣିଥରେ ବନ୍ଦ କରି ଦିଆଯାଇଛି । ଶୁଣାଯାଇଛି ସେଠାକାର ଅଧିକାରୀମାନେ ପୁଣିଥରେ ଲକ୍‌ଡାଉନ କରିବା ପାଇଁ ଚିନ୍ତା କରୁଛନ୍ତି । ତେବେ ସେଠାରେ ସାମଜିକ ଦୂରତାକୁ ଖୁବ୍ ଗୁରୁତ୍ୱ ଦିଆଯାଉଛି ବୋଲି ପ୍ରକାଶ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri