Posted inଖେଳ

ଡ୍ୟାନ୍ସ ଜରିଆରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ଏହି କ୍ରିକେଟରଙ୍କ ଭାବି ସ୍ତ୍ରୀ

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କ ଭାବି ସ୍ତ୍ରୀ ତଥା ପ୍ରସିଦ୍ଧ ୟୁଟ୍ୟୁବର୍‌ ଧନଶ୍ରୀ ବର୍ମା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ ତାଙ୍କ ଭିଡିଓ ଭାଇରାଲ ହେଉଛି ଧନଶ୍ରୀ ଜଣେ କୋରିଓଗ୍ରାଫର ସହ ଜଣେ ଡାକ୍ତର ମଧ୍ୟ। ନିକଟରେ ଧନଶ୍ରୀଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ସେ ଅଭିନେତା ଶାହରୁଖ ଖାନ ଏବଂ ମଲାଇକା ଆରୋରାଙ୍କ ଛେୟାଁ ଛେୟାଁ ଗୀତରେ ନାଚୁଥିବା ଦେଖାଯାଇଛି। ଭିଡିଓରେ ଧନଶ୍ରୀଙ୍କ ନୃତ୍ୟ ଶୈଳୀ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଭିଡିଓକୁ ଧନଶ୍ରୀ ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଶେୟାର କରିଛନ୍ତି। ଏପର୍ଯ୍ୟନ୍ତ ଏହି ଭିଡିଓକୁ ୧.୫ ମିଲିୟନରୁ ଅଧିକ ଲୋକ ଦେଖିତ୍ସାରିଲେଣି। ନିକଟରେ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କ ସହ ତାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ଉଭୟଙ୍କ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri