ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩,୮୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଓଡ଼ିଶାରୁ ମଙ୍ଗଳବାର ୩ ହଜାର ୮୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି କଟକରୁ ୩୬୮, ବରଗଡ଼ ୧୫୧, ବାଲେଶ୍ୱର ୧୪୬, ନୂଆପଡ଼ା ୧୩୫, ଜଗତ୍‌ସିଂହପୁର ୧୨୪, ଅନୁଗୋଳ ୧୨୨, ସମ୍ବଲପୁର ୧୧୮, ସୁନ୍ଦରଗଡ଼ ୧୧୦, କେନ୍ଦ୍ରାପଡ଼ା ୧୦୬, ବଲାଙ୍ଗୀର ୯୩, ଯାଜପୁର ୯୧, ମୟୂରଭଞ୍ଜ ୮୮, ପୁରୀ ୮୮, କନ୍ଧମାଳ ୮୬, କେନ୍ଦୁଝର ୮୬, ସୋନପୁର ୮୩, ଭଦ୍ରକ ୮୨, ନୟାଗଡ଼ ୭୧, କଳାହାଣ୍ଡି ୬୯, ଝାରସୁଗୁଡ଼ା ୬୮, ନବରଙ୍ଗପୁର ୬୬, କୋରାପୁଟ ୬୨, ଗଞ୍ଜାମ ୫୬, ରାୟଗଡ଼ା ୫୦, ଢେଙ୍କାନାଳ ୪୮, ବୌଦ୍ଧ ୪୫, ମାଲକାନଗିରି ୩୪, ଗଜପତି ୨୪ ଓ ଦେବଗଡ଼ରୁ ୧୪ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମଙ୍ଗଳବାର ସୁଦ୍ଧା ୨ ଲକ୍ଷ ୧୦ ହଜାର ୨୧୭ ଜଣ ଲୋକ କରୋନାରୁ ସୁସ୍ଥ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri