ଦୁବାଇ, ୭ା୧୦ (ପି.ଟି.)-ସନରାଇଜର୍ସ ହାଇଦ୍ରାବାଦର ଆଘାତପ୍ରାପ୍ତ ସିନିୟର ପେସ୍ ବୋଲର ଭୁବନେଶ୍ୱର କୁମାରଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ପୃଥ୍ବୀରାଜ ୟାରାଙ୍କୁ ମନୋନୀତ କରାଯାଇଛି। ଅକ୍ଟୋବର ୨ରେ ଦୁବାଇରେ ଚେନ୍ନାଇ ସୁପର କିଙ୍ଗ୍ସ ଇନିଂସର ୧୯ତମ ଓଭରରେ ଭୁବନେଶ୍ୱରଙ୍କ ଜଙ୍ଘ ମାଂସପେଶୀରେ ଆଘାତ ଲାଗିଛି। ଆଘାତ ହେବା ପରେ ସେ ମାତ୍ର ଗୋଲ ବଲ୍ ପକାଇ ପଡ଼ିଆ ଛାଡ଼ିଥିଲେ। ଆନ୍ଧ୍ର ପ୍ରଦେଶର ୨୨ ବର୍ଷୀୟ ବୋଲର ୧୧ ପ୍ରଥମଶ୍ରେଣୀ ମ୍ୟାଚ୍ ଖେଳି ୩୯ ଉଇକେଟ ଅକ୍ତିଆର କରିଛନ୍ତି। ୟୁଏଇରେ ଖୁବ୍ ଶୀଘ୍ର ସେ ସନରାଇଜର୍ସ ଦଳ ସହ ଯୋଗ ଦେବେ। ଭୁବନେଶ୍ୱର ଗ୍ରେଡ୍-୨ କିମ୍ବା ଗ୍ରେଡ୍-୩ ଇଞ୍ଜୁରୀ ହୋଇଥିବା କିମ୍ବାଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କହିଛି। ଏହି ବୋଲର ୬ରୁ ୮ମାସ ପର୍ଯ୍ୟନ୍ତ ଖେଳି ପାରିବେ ନାହିଁ। ଫଳରେ ଚଳିତ ବର୍ଷ ଶେଷରେ ସେ ଅଷ୍ଟ୍ରେଲିଆ ଟୁର୍ରେ ଯାଇ ପାରିବେ କି ନା ସନ୍ଦେହ। ପୃଥ୍ବୀରାଜ ଗତ ବର୍ଷ କୋଲକାତା ନାଇଟ ରାଇଡର୍ସ ତରଫରୁ ଖେଳିଥିଲେ। ୨୦୧୯ ଏପ୍ରିଲ୍ରେ କୋଲକାତାଠାରେ ରାଜସ୍ଥାନ ବିପକ୍ଷ ମ୍ୟାଚରେ ସେ ୨ ଓଭରରେ ୨୮ ରନ ସଂଗ୍ରହ କରିଥିଲେ।
ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...
ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...
ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ
ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ
ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...
କାହିଁକି ବାଦ୍ ପଡ଼ିଲେ ଗିଲ୍: ମୁହଁ ଖୋଲିଲେ ଅଗରକର
ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍ ବିଶ୍ୱକପ୍ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ
ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...
୭୫୩ ଦିନ ପରେ ସରିଲା ବନବାସ, ଟିମ୍ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...
Archives


