ମତ୍ସ୍ୟଜୀବୀ ନିଖୋଜ

ମହାକାଳପଡା,୮।୧୦(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ସ୍ଥାନୀୟ ମହାନଦୀ ଶାଖା ଟୁବି ଗଳିଆ ନଦୀରେ ଏକ ଅଘଟଣ ଘଟିଛି। ମାଛ ଧରା ଡଙ୍ଗାରୁ ଅସାବଧନତାବଶତଃ ଜଣେ ମତ୍ସ୍ୟଜୀବୀଙ୍କ ଗୋଡ ଖସିଯିବାରୁ ସେ ନଦୀରେ ଗଳି ପଡି ନିଖୋଜ ଥିବା ଜଣାପଡିଛି। ଅଛନ୍ତି। ମିଳିଥିବା ସୂଚନା ଅନୁସାରେ ଛପାଲୀ ଅଞ୍ଚଳର ଜନୈକ ମତ୍ସ୍ୟଜୀବୀ ବତୀଘର ଟୁବି ଅଞ୍ଚଳର ଏକ ବୋଟ୍‌ରେ କାମ କରୁଥିଲେ। ଗୁରୁବାର ସକାଳେ ସେ ମାଛ ଧରା ଡଙ୍ଗାରେ ଯାଉଥିବାବେଳେ ହଠାତ୍‌ ତାଙ୍କ ଗୋଡ ଖସିଯିବାରୁ ସେ ନଦୀ ଭିତରେ ଗଳିପଡିଥିଲେ। ଖବର ପାଇ ମହାକାଳପଡା ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜାଖୋଜି କରୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କ ପତ୍ତା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

ପ୍ରାର୍ଥୀଙ୍କ ଟାର୍ଗେଟ୍‌ରେ ତେଲୁଗୁ ଭୋଟର

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri