ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ୨୦୨୦ ବର୍ଷର ନୋବେଲ ଶାନ୍ତି ପୁରସ୍କାର

ଷ୍ଟକହୋମ,୯ ।୧୦: ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ବା ୱାର୍ଲଡ ଫୁଡ୍ ପ୍ରୋଗ୍ରାମ(ଡପ୍ଲୁଏଫ୍‌ପି)କୁ ୨୦୨୦ ବର୍ଷ ପାଇଁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ଘୋଷଣା କରାଯାଇଛି । ନୋବେଲ ପୁରସ୍କାର ସମିତି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି । ନୋବେଲ କମିଟି କହିଛି କ୍ଷୁଧାର ମୁକାବିଲା କରିବା ଓ ସଂଘର୍ଷପୂର୍ଣ୍ଣ ଅଞ୍ଚଳରେ ଶାନ୍ତିର ସ୍ଥିତିରେ ସୁଧାର ଆଣିବା ଲାଗି ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ଏହି ଶାନ୍ତି ପୁରସ୍କାର ପ୍ରଦାନ କରାଯାଉଛି । ସୂଚନାଯୋଗ୍ୟ, ଚଳିତ ଥର ନୋବେଲ ଶାନ୍ତି ପୁରସ୍କାର ଦୌଡରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଢବ୍ଲୁଏଚ୍‌ଓ)ର ନାମ ସବୁଠାରୁ ଆଗରେ ଥିଲା । ଏହା ବ୍ୟତୀତ ପରିବେଶ ସମସ୍ୟା ତଥା ଗଣମାଧ୍ୟମର ସ୍ୱାଧିନତାକୁ ସମର୍ଥନ କରୁଥିବା ଗ୍ରେଟା ଥନବର୍ଗଙ୍କୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱୀ ଘୋଷିତ କରାଯାଇଥିଲା । ହେଲେ ଶେଷରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ଏହି ପୁରସ୍କାର ଦିଆଯାଇଛି । ଚଳିତ ବର୍ଷ ନୋବେଲ ଶାନ୍ତି ପୁରସ୍କାର ସମ୍ମାନ ପାଇଁ ୩ଶହରୁ ଅଧିକ ବ୍ୟକ୍ତି ଓ ସଂସ୍ଥା ନାମାଙ୍କନ କରିଥିଲେ । ଚତୁର୍ଥଥର ଭାବେ ଏତେ ସଂଖ୍ୟକ ନାମାଙ୍କନ ହୋଇଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri