CORONAVIRUS UPDATE: ରାଜ୍ୟରୁ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨୪୯୬୩ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ ଶନିବାର ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୫୯ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୯୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୨୪୯୬୩ରେ ପହଞ୍ଚିଛି।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୧୩୧ ରହିଥିବାବେଳେ ବାଲେଶ୍ୱର ୧୧୬, ବରଗଡ଼ ୯୫,ଭଦ୍ରକ ୬୬, ବଲାଙ୍ଗୀ ୯୭, ବୌଦ୍ଧ ୨୦, କଟକ ୨୪୪, ଦେବଗଡ଼ ୧୬, ଢେଙ୍କାନାଳ ୪୩, ଗଜପତି ୧୯, ଗଞ୍ଜାମ ୩୯, ଜଗତ୍‌ସିଂପୁର ୬୮, ଯାଜପୁ ୯୯, ଝାରସୁଗୁଡ଼ା ୬୮, କଳାହାଣ୍ଡି ୧୦୫, କନ୍ଧମାଳ ୪୫, କେନ୍ଦ୍ରାପଡ଼ା ୯୧, କେନ୍ଦୁଝର ୬୭, ଖୋର୍ଦ୍ଧା ୩୯୩, କୋରାପୁଯ ୪୬, ମାଲକାନଗିରି ୬୧, ମୟୂରଭଞ୍ଜ ୧୨୭, ନବରଙ୍ଗପୁର ୯୨, ନୟାଗଡ଼ ୬୫, ନୂଆପଡ଼ା ୮୩, ପୁରୀ ୧୧୪, ରାୟଗଡ଼ା ୨୯, ସମ୍ବଲପୁର ୧୦୫, ସୋନପୁର ୭୯, ସୁନ୍ଦରଗଡ଼ ୧୪୩ ଏବଂ ଷ୍ଟେଟ ପୁଲ୍‌ରୁ ୮୮ ଜଣ ରହିଛନ୍ତି।

ସୂଚନାଯୋଗ୍ୟ,ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪୯୬୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୮୨୪୬ ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୨୨୦୩୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri