‘ପୃଥ୍ୱିରାଜ’ରେ ଡେବ୍ୟୁ କରିବେ ମାନୁଷି

ମୁମ୍ବାଇ: ପୂର୍ବତନ ମିସ୍ ୱାର୍ଲଡ ମାନୁଷି ଛିଲର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି । ଖିଲାଡି ବୟ ଅକ୍ଷୟ କୁମାରଙ୍କ ଫିଲ୍ମ ‘ପୃଥ୍ୱିରାଜ’ ମାଧ୍ୟମରେ ସେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି । ଚନ୍ଦ୍ରପ୍ରକାଶ ଦ୍ୱିବେଦିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ପୃଥ୍ୱିରାଜଙ୍କ ଜୀବନୀକୁ ସ୍ଥାନିତ କରାଯାଇଛି । ଏଥିରେ ଅକ୍ଷୟ ପୃଥ୍ୱିରାଜଙ୍କ ଭୂମିକାରେ ନଜର ଆସିବାକୁ ଥିବା ବେଳେ ମାନୁଷି ସଂୟୋଗିତା ଚରିତ୍ରରେ ନଜର ଆସିବେ । ଏହାପରେ ସେ ଭିକ୍କି କୌଶଲଙ୍କ ସହ ଆଉ ଏକ ଫିଲ୍ମିରେ ନଜର ଆସିବେ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ମାନୁଷି କିନ୍ତୁ ଭବିଷ୍ୟତରେ ନିର୍ଦ୍ଦେଶକ ଏସ୍‌ଏସ୍ ରାଜାମୌଳିଙ୍କ ସହ କାମ କରିବାକୁ ସ୍ୱପ୍ନ ଦେଖିଛନ୍ତି । ସେ କହିଛନ୍ତି ରାଜାମୌଳି ସାର୍‌୍ ଏବେ ତାଙ୍କ କାମ ଦେଖନ୍ତୁ ଦିନେ ନା ଦିନେ ସେ ତାଙ୍କ କାମକୁ ପସନ୍ଦ କରିବେ ଓ ତାଙ୍କ ଫିଲ୍ମରେ କାମ କରିବାର ସୁଯୋଗ ମାନୁଷିଙ୍କୁ ମିଳିବ । ରାଜମୌଳିଙ୍କ ନିର୍ଦ୍ଦେଶିତ ଫିଲ୍ମ ବାହୁବଳି ଓ ମଗଧିର ତାଙ୍କ ପସନ୍ଦର ଫିଲ୍ମ ବୋଲି ମାନୁଷି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri