ଦିଗପହଣ୍ଡି/ଚିକିଟି,୧୦।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଦେଓଖାଳି ଗାଁର ଯୁବତୀ ପ୍ରମୋଦିନୀ ନାୟକଙ୍କ ହତ୍ୟାଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ହୋଇଛି। ଏ ନେଇ ଭାଜପା ଦିଗପହଣ୍ଡି ବ୍ଳକ କମିଟି ପକ୍ଷରୁ ଶନିବାର କେ. ନୂଆଗାଁ ଥାନା ଘେରାଉ କରାଯାଇଛି। ଭାଜପା ଗଞ୍ଜାମ ଜିଲା କାର୍ଯ୍ୟକର୍ତ୍ତା ଶ୍ରୀକାନ୍ତ ପାଢ଼ୀ, ମହନ୍ତ ଚିନ୍ମୟାନନ୍ଦ ଦାସ, ପରେଶ ଚନ୍ଦ୍ର ରଥଙ୍କ ନେତୃତ୍ୱରେ ବହୁସଂଖ୍ୟକ ଦଳୀୟ କର୍ମୀ ଶୋଭାଯାତ୍ରାରେ ବାହାରି ଥାନା ସମ୍ମୁଖରେ ପହଞ୍ଚି ଦାବିପତ୍ର ପ୍ରଦାନ କରିବାପରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ଥାନା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣାରେ ବସି ରହିଥିଲେ। ଚିକିଟି ଏସ୍ଡିପିଓ ସୁରେନ୍ଦ୍ରନାଥ ମୁର୍ମୁ, ଥାନା ଆଇଆଇସି ମାଧବାନନ୍ଦ ନାୟକ ଉପସ୍ଥିତ ଦଳୀୟ ନେତୃବୃନ୍ଦଙ୍କ ସହ ସବିଶେଷ ଆଲୋଚନା କରି ଖୁବଶୀଘ୍ର ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଗଣ ଧାରଣା ପ୍ରତ୍ୟାହୃତ ହୋଇଛି। ଧାରଣା ସ୍ଥଳରେ ଭାଜପା ଦିଗପହଣ୍ଡି ନଗର କମିଟି ସଭାପତି ଭବାନୀ ପଣ୍ଡା, ପୂର୍ବତନ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ବନଜା ପଣ୍ଡା, ସମିତି ସଭ୍ୟ ଶୁଭ୍ରାଂଶୁ ପ୍ରଧାନ,ଅରୁଣ ଗୌଡଙ୍କ ସମେତ ବିଭିନ୍ନ ପଞ୍ଚାୟତର ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।
ପ୍ରକାଶ ଯେ, ଦିଗପହଣ୍ଡି ବ୍ଳକ କରପଡ଼ା ପଞ୍ଚାୟତ ଦେଓଖାଳି ଗ୍ରାମର ଉଚ୍ଚଶିକ୍ଷିତା ଯୁବତୀ ପ୍ରମାଦେୀନି ଗାଁ ନିକଟ କଣ୍ଟେଇଯୋଡ଼ି ନଦୀକୁ ଗତ ୧୦ ତାରିଖ ପୂର୍ବାହ୍ନରେ ଗାଧୋଇ ଯାଇଥିବା ବେଳେ କୌଣସି ଦୁର୍ବୃତ୍ତ ତାଙ୍କୁ ନଦୀ ପାଣିରେ ତଣ୍ଟି ଚିପି ହତ୍ୟା କରିବା ପରେ ଫେରାର ହୋଇ ଯାଇଥିଲେ। ଘଟଣାର ୫ ମାସ ପରେବି ଏହି ରହସ୍ୟଜନକ ହତ୍ୟାକାଣ୍ଡର ପର୍ଦ୍ଦାଫାସ ହୋଇନାହିଁ।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...
ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…
ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...
୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…
କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...
୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍, ଜାଣନ୍ତୁ ସେମାନେ କିଏ…
ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...
ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍ର ପ୍ରୋବେସନ ଆଇଏଏସ୍ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...
ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ
ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...
ଶରୀରର କେଉଁ କେଉଁ ଭାଗରେ ଥିବା କଳାଜାଇ ଖୋଲେ ପୂର୍ୱଜନ୍ମର ରହସ୍ୟ, ସତ ଜାଣିଲେ…
ଲୋକଙ୍କ ଶରୀରରେ ବାର୍ଥମାର୍କ ରହିଥାଏ। ଏହାକୁ ଏକ ସାଧାରଣ ଘଟଣା ବୋଲି ବିବେଚନା କରାଯାଏ, କିନ୍ତୁ ଏହି ଚିହ୍ନଗୁଡ଼ିକର ଜ୍ୟୋତିଷଶାସ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଗୁରୁତ୍ୱ ରହିଛି। ଜଣେ...
IPL ୨୦୨୬ ନିଲାମ ପରେ ହଠାତ୍ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…
ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...
Archives


