ବିରାଟ କୋହଲି ନୁହେଁ, ଗୁଗଲ ସର୍ଚ୍ଚ କହୁଛି ଏହି କ୍ରିକେଟରଙ୍କ ସ୍ତ୍ରୀ ହେଉଛନ୍ତି ଅନୁଷ୍କା ଶର୍ମା

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ଏସମୟରେ ସ୍ବାମୀଙ୍କ ସହ ସେ ୟୁଏଇରେ ସମୟରେ ବିତାଉଛନ୍ତି। ବେଳେବେଳେ ଫଟୋ ଶେୟାର କରି ପ୍ରଶଂସକଙ୍କ ସହ ଗର୍ଭବସ୍ଥାର ଅନୁଭବ ବାଣ୍ଟୁଛନ୍ତି। ନିକଟରେ ଅନୁଷ୍କା ଶର୍ମାଙ୍କୁ ନେଇ ଗୁଗଲ ସର୍ଚ୍ଚରେ ଏମିତି କିଛି ଆସୁଛି ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଗୁଗଲରେ ଆଫଗାନିସ୍ତାନ କ୍ରିକେଟର୍‌ ରଶିଦ ଖାନ୍‌ଙ୍କ ସ୍ତ୍ରୀ ସର୍ଚ୍ଚ କଲେ ଅନୁଷ୍କା ଶର୍ମାଙ୍କ ନାଁ ଆସୁଛି। କେବଳ ଏତିକି ନୁହେଁ ସେଥିରେ ଅନୁଷ୍କାଙ୍କ ଫଟୋ ମଧ୍ୟ ଆସୁଛି। ଏବେ ଏହାକୁ ନେଇ ବେଶ୍‌ ଆଲୋଚନା ହେଉଛି। ୨୦୧୮ରେ ଏକ ସାକ୍ଷାତକାରରେ ବଲିଉଡ୍‌ର ସବୁର ପସନ୍ଦର ଅଭିନେତ୍ରୀ ବାବଦରେ ପଚରା ଯାଇଥିଲା। ଯାହାର ଉତ୍ତରରେ ରଣିଦ ଅନୁଷ୍କା ଶର୍ମା ଏବଂ ପ୍ରୀତି ଜିଣ୍ଟାଙ୍କ ନାଁ ନେଇଥିଲେ। ଏହାପରେ ରଶିଦଙ୍କ ସ୍ତ୍ରୀଙ୍କ ନାଁରେ ଗୁଗୁଲ ସର୍ଚ୍ଚ କଲେ ଅନୁଷ୍କା ଆସୁଛି। ରଶିଦ କିନ୍ତୁ ଏପର୍ଯ୍ୟନ୍ତ ଅବିବାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିଜୟ ହାସଲ କଲା ସନ୍‌ରାଇଜର୍ସ: ପ୍ରଥମ ଦଳ ଭାବେ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେଅଫ ଦୌଡରୁ ବିଦା

ହାଇଦ୍ରାବାଦ, ୮।୫: ମୁମ୍ବାଇ ଇଣ୍ଡିଆନ୍ସ ବର୍ତ୍ତମାନ ପ୍ରଥମ ଦଳ ହୋଇଛି ଯିଏ ଆଇପିଏଲ୍ ୨୦୨୪ ରୁ ବାଦ୍ ପଡିଛି। ପରବର୍ତ୍ତୀ ମ୍ୟାଚ୍ ଖେଳିବା ପୂର୍ବରୁ ଏହା...

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ: ଟ୍ରାଭିସ ହେଡ୍‌ ଓ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ

ହାଇଦ୍ରାବାଦ, ୮।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ...

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା...

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫...

ବଡ଼ ଅଡୁଆରେ ଫସିଛନ୍ତି ଯଶସ୍ବୀ, ଏବେ ଟି୨୦ ବିଶ୍ୱକପ୍‌ରେ କ’ଣ ହେବ?

ନୂଆଦିଲ୍ଲୀ,୮।୫: ଯଶସ୍ବୀ ଜୟସ୍ବାଲ ଗତ ଏକ ବର୍ଷ ମଧ୍ୟରେ ସମସ୍ତ ଫର୍ମାଟରେ ଜବରଦସ୍ତ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ହେଲେ ଆଇପିଏଲ୍‌ରେ ସେ ସେତେଟା ଭଲ...

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ...

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri