ରାଜ୍ୟରେ କମୁନି କରୋନା: ଆଜି ଆଉ ୧୮ ଜୀବନ ନେଲା, ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ କଟକ ଜିଲାରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଏବଂ ବାଲେଶ୍ୱରରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଯାଜପୁର ଏବଂ ସୁନ୍ଦରଗଡ଼ରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ମୟୂରଭଞ୍ଜ, ନବରଙ୍ଗପୁର, ପୁରୀ ଏବଂ ଜଗତସିଂହପୁର ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ବେଳେ ୨,୨୭,୬୧୫ ଜଣ ସୁସ୍ଥ ହୋଇଛନ୍ତି। ୨୫,୯୫୪ ଜଣ ଚିକିତ୍ସିତ ହେଉଛନ୍ତି। ୧୦୪୦ ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri