ଆସିକା ବସଷ୍ଟାଣ୍ଡରୁ ୬ ବସ୍ତା ଗଞ୍ଜେଇ ଜବତ : ୬ ଗିରଫ

ଆସିକା,୧୨ା୧୦(ଡି.ଏନ୍‌.ଏ.)-ଆସିକା ବସଷ୍ଟାଣ୍ଡରୁ ପୋଲିସ ରବିବାର ୬ଟି ବସ୍ତାରେ ଚାଲାଣ ହେବାକୁ ଥିବା ୧୩୪ କି.ଗ୍ରା. ଗଞ୍ଜେଇ ଜବତ କରିଛି ା ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି ା ସେମାନେ ହେଲେ କବିସୂର୍ଯ୍ୟନଗର ଥାନା ବଡ଼ମହୁରୀ ଗ୍ରାମର ପ୍ରବାସୀ ଗୌଡ, ବିଶ୍ୱନାଥ ସାହୁ, ଟୁନା ଗୌଡ ଏବଂ ଶେରଗଡ ଥାନା ବାଦଗଡ଼ ଗ୍ରାମର ସାଇବ ଗୌଡ, ଜିତୁ ଗୌଡ ଓ ନିରାକାର ଗୌଡ଼। ଅଭିଯୁକ୍ତମାନଙ୍କ ନିକଟରୁ ପୋଲିସ ୫ ହଜାର ଟଙ୍କା, ୪ଟି ମୋବାଇଲ ଫୋନ ଜବତ କରିଛି ା ଏ ନେଇ ଆସିକା ଥାନାରେ ନଂ.୫୩୦/୨୦ରେ ମାମଲା ରୁଜୁ କରାଯାଇଥିବା ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୋମବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri