CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୫୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୩୬, ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୬୪ , ଭଦ୍ରକରୁ ୫୦, ବଲାଙ୍ଗୀରରୁ ୭୭, ବୌଦ୍ଧରୁ ୨୧, କଟକରୁ ୧୪୪, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୨୭ , ଗଜପତିରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୬ ଜଗତ୍‌ସିଂହପୁରରୁ ୫୫, ଯାଜପୁରରୁ ୮୨ , ଝାରସୁଗୁଡ଼ାରୁ ୧୦୦ , କଳାହାଣ୍ଡିରୁ ୬୪ , କନ୍ଧମାଳରୁ ୫୦, କେନ୍ଦ୍ରାପଡ଼ାରୁ ୬୮, କେନ୍ଦୁଝରରୁ ୩୭ , କୋରାପୁଟରୁ ୩୯, ମାଲକାନଗିରିରୁ ୫୩, ମୟୂରଭଞ୍ଜରୁ ୧୧୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩୯, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୬୯, ରାୟଗଡ଼ାରୁ ୩୩, ପୁରୀରୁ ୭୧ , ସମ୍ବଲପୁରରୁ ୫୬, ସୁବର୍ଣ୍ଣପୁରରୁ ୫୦ ଓ ସୁନ୍ଦରଗଡ଼ର ୧୫୦ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫୬୯୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୬୩୫ ଚିକିତ୍ସାଧୀନ ଅଛନ୍ତି। ୨୩୦୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri