ବରଗଡ଼ରୁ ୬୪ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୬୦୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୩।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୮, ଭେଡେନ ବ୍ଲକର ୬, ବରଗଡ଼ ପୌରାଞ୍ଚଳରେ ୧୦, ବରଗ ଡ଼ବ୍ଲକର ୪, ଅତାବିରା ବ୍ଲକର ୬, ଅତାବିରା ଏନଏସିର ଜଣେ, ବରପାଲି ବ୍ଲକର ୪, ପଦ୍ମପୁର ବ୍ଲକର ୬, ପଦ୍ମପୁର ଏନଏସିର ୩, ଭଟଲି ବ୍ଲକର ୩, ପାଇକମାଲ ବ୍ଲକର ୩, ଅମ୍ବାଭୋନା ୪, ବିଜେପୁର ବ୍ଲକର ୨, ଗାଇସିଲେଟ ବ୍ଲକର ଜଣେ, ଝାରବନ୍ଧ ବ୍ଲକର ୮ଜଣ ଆକ୍ରାନ୍ତ ରହିଛନ୍ତି। ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬୦୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪ଜଣକର ମୃତ୍ୟୁ ହୋଇଥିବା ବେଳେ ୬୮୦୧ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୯୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri