Posted inଫୁରସତ

ମା’ ଗର୍ଭରୁ ବାହାରିବା ପରେ ଡାକ୍ତରଙ୍କ ମୁହଁରୁ ମାସ୍କ ଖୋଲିଦେଲା ନବଜାତ

କରୋନା ଭାଇରସ ସମଗ୍ର ବିଶ୍ୱରେ ବ୍ୟାପିସାରିଛି। ଏଥିରୁ ରକ୍ଷା ପାଇବା ପାଇଁ ସତର୍କତା ଏକମାତ୍ର ବିକଳ୍ପ। କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଏହାର କୌଣସି ଟିକା ଆସିନାହିଁ। ତେଣୁ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ଏପରି କରିବା ଦ୍ୱାରା ଏହି ସଂକ୍ରମଣ ହେବାର ଆଶଙ୍କା ବହୁତ କମିଥାଏ। କିନ୍ତୁ ଏହାରି ମଧ୍ୟରେ ଜଣେ ନବଜାତ ଶିଶୁ ଏମିତି କିଛି କରିଛି, ଯାହାକୁ ପୁରା ବିଶ୍ୱ ଅପେକ୍ଷାକରି ରହିଛି।
ଦୁବାଇର ଡାକ୍ତର ସମୀର ଚୌବେ ନିଜର ଇଷ୍ଟ୍ରାଗ୍ରାମ୍‌ରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ଜଣେ ନବଜାତ ଶିଶୁ ତାଙ୍କ ମୁହଁରୁ ମାସ୍କକୁ ଟାଣି ଧରିଥିବା ଦେଖିବାକୁ ମିଳୁଛି। ଫଟୋ ଶେୟାରକରି ଡାକ୍ତର ସମୀର କ୍ୟାପ୍‌ଶନରେ ଲେଖିଛନ୍ତି, ମାସ୍କ ଖୋଲିଦେବା ସମୟ ଆସୁଥିବା ଆଶା କରାଯାଉଛି। ଏହି ଫଟୋକୁ ସେ ଫେସବୁକ୍‌ରେ ମଧ୍ୟ ଶେୟାର କରିଛନ୍ତି। ଏହା ଖୁବ୍‌ ଭାଇରାଲ ହେବାରେ ଲାଗିଲି। ଲୋକେ ଏହାକୁ ପସନ୍ଦ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri