Posted inଜାତୀୟ

ପାକିସ୍ତାନୀ ସେନା ଅଧିକାରୀଙ୍କ କବରକୁ ସାଇତି ରଖିଛି ଭାରତୀୟ ସେନା

ଶ୍ରୀନଗର,୧୬।୧୦:ଭାରତୀୟ ସେନା ପୁଣି ଏକ ମହାନତାର ପରିଚୟ ଦେଇଛି। ଜମ୍ମୁ-କଶ୍ମୀରର ନୌଗାମ ସେକ୍ଟରରେ ଥିବା ଜଣେ ପାକିସ୍ତାନ ଅଧିକାରୀଙ୍କ କବରର ମରାମତି କାର୍ଯ୍ୟ କରିଛି ଭାରତୀୟ ସେନା। ଶ୍ରୀନଗରେ ଥିବା ଚିନାର କ୍ରପ୍ସ ଉକ୍ତ କବର ଏବଂ ତାହା ନିକଟରେ ଥିବା ଫଳକର ଫଟୋ ଟୁଇଟ କରିଛି। ଏହାର କ୍ୟାପଶନ୍‌ରେ ଲେଖାଯାଇଛି ଯେ ପାକିସ୍ତାନ ସେନାର ସୀତାରା-ଇ-ଜୁରତର ମେଜର ମହମ୍ମଦ ଶବିର ଖାନଙ୍କ ସ୍ମୃତିରେ ଏହା କରାଯାଉଛି। ସେ ୧୯୭୨ ମେ’ ୫ରେ ନୌଗାମ ସେକ୍ଟରରେ ହୋଇଥିବା କାର୍ଯ୍ୟାନୁଷ୍ଠାନରେ ପ୍ରାଣ ହରାଇଥିଲେ। ଶହୀଦ ଯବାନ ଯେକୌଣସି ଦେଶର ହୁଅନ୍ତୁ ନା କାହିଁକି ସେମାନଙ୍କୁ ସମ୍ମାନ ଏବଂ ଆଦର କରିବା ସମସ୍ତଙ୍କ କର୍ତ୍ତବ୍ୟ। ଭାରତୀୟ ସେନା ଏଥିରେ ବିଶ୍ୱାସ କରେ। ଭାରତୀୟ ସେନା ସାରା ବିଶ୍ୱ ପାଇଁ ଏକ ଉଦାହରଣ ବୋଲ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri