ଗୁଗୁଲ କହୁଛି ଏହି ଭାରତୀୟ କ୍ରିକେଟରଙ୍କ ସ୍ତ୍ରୀ ସାରା ତେନ୍ଦୁଲକର

କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କୁ ନେଇ ଗୁଗୁଲ ସର୍ଚ୍ଚରେ ଏମିତି କିଛି ତଥ୍ୟ ଆସୁଛି, ଯାହାକୁ ନେଇ ସବୁଆଡ଼େ ଚର୍ଚ୍ଚା। ଭାରତୀୟ କ୍ରିକେଟର ଶୁଭମନ ଗିଲ୍‌ଙ୍କ ସ୍ତ୍ରୀ କିଏ ବୋଲି ସର୍ଚ୍ଚ କଲେ ସାରା ତେନ୍ଦୁଲକରଙ୍କ ନାମ ଏବଂ ଫଟୋ ଆସୁଛି। ଏହା ଏବେ ସୋସିଆଲ ମିଡିଆରେ ବେଶ୍‌ ଆଲୋଚନାର ପ୍ରସଙ୍ଗ ପାଲଟିଛି। ଆଇପିଏଲ୍‌ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)ର ଓପନର୍‌ ବ୍ୟାଟ୍ସମ୍ୟାନ ଭାବେ ଶୁଭମନ ଖେଳୁଛନ୍ତି। ଅନ୍ୟପଟେ ସାରା ଅବିବାହିତ ଅଛନ୍ତି। ନିକଟରେ ଆଫଗାନିସ୍ତାନ କ୍ରିକେଟର ରସିଦ୍‌ ଖାନ୍‌ଙ୍କ ସ୍ତ୍ରୀ କିଏ ବୋଲି ଗୁଗୁଲରେ ସର୍ଚ୍ଚ କଲେ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ନାମ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…

ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri