Posted inଖେଳ

ଓଡ଼ିଶା ଏଫ୍‌ସି ଦଳର ଅଭ୍ୟାସ ଆରମ୍ଭ

ଭୁବନେଶ୍ୱର, ୧୮ା୧୦ (ସ୍ପୋଟର୍‌ସ ବ୍ୟୁରୋ)-ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଭାଗ ନେବାଲାଗି ଖେଳାଳିମାନେ ଗୋଆରେ ପହଞ୍ଚତ୍ବାରେ ଲାଗିଛନ୍ତି। ଓଡ଼ିଶା ଏଫ୍‌ସିର ଭାରତୀୟ ଖେଳାଳିମାନେ କିନ୍ତୁ ଶନିବାର ଦଳରେ ବିଭକ୍ତ ହୋଇ ଆଇଏସ୍‌ଏଲ୍‌ ଆୟୋଜକଙ୍କ ଦ୍ୱାରା ଧାର୍ଯ୍ୟ ସ୍ବାସ୍ଥ୍ୟ ଓ ସୁରକ୍ଷା ନିୟମକୁ ମାନି ସେମାନଙ୍କର ଅଭ୍ୟାସ ଆରମ୍ଭ କରିଛନ୍ତି। ଦଳର ବିଦେଶୀ ଖେଳାଳିମାନେ ଟିମ୍‌ ହୋଟେଲରେ ପହଞ୍ଚତ୍ବାରେ ଲାଗିଛନ୍ତି। କରୋନା ଯୋଗୁ ଖେଳାଳିମାନେ ବହୁ ଦିନ ହେଲା ଖେଳି ନାହାନ୍ତି। ବେଟାଲବାଟିମ୍‌ ସେଣ୍ଟରରେ ଭାରତୀୟ ଆସିଷ୍ଟାଣ୍ଟ କୋଚ୍‌ ଏବଂ ପୂର୍ବତନ ଅନ୍ତର୍ଜାତୀୟ ମିଡ୍‌ଫିଲ୍ଡର ଷ୍ଟିଭେନ ଡାଏସ୍‌ଙ୍କ ତତ୍ତ୍ୱାବଧାନରେ ଟ୍ରେନିଂ ଆରମ୍ଭ ହୋଇଛି। ଅଭିଜ୍ଞ ଡିଫେଣ୍ଡର ଷ୍ଟିଭେନ୍‌ ଟେଲର ଏବଂ ଫରଓ୍ବାଡ ଡିଏଗୋ ମରିସିଅସ୍‌ ପହଞ୍ଚତ୍ସାରିଥିବାବେଳେ ଆଇଏସ୍‌ଏଲ ଷ୍ଟାର ମାର୍ସିଲିନୋ ଏବଂ ଗୋଲ୍‌ କିପିଂ କୋଚ୍‌ ରୋଜେରିଓ ରାମୋସ୍‌ ଶନିବାର ଆସିଛନ୍ତି। ଡାଏସ୍‌ କହିଛନ୍ତି, ଖେଳାଳିମାନେ ବର୍ତ୍ତମାନ ନିଜ ନିଜ ପ୍ରକୋଷ୍ଠରେ ଆମ ଷ୍ଟ୍ରେନ୍ଥ୍‌ ଓ କଣ୍ଡିଶନିଂ କୋଚ୍‌ ଜୋଆନ୍‌ (କାସାନୋଭା)ଙ୍କ ଫିଟ୍‌ନେସ୍‌ ଗାଇଡ୍‌ଲାଇନ୍‌ କାର୍ଯ୍ୟକାରୀ କରିବା ଉଚିତ୍‌। ଓଡ଼ିଶା ଏଫ୍‌ସି ଫୁଟ୍‌ବଲ ଅପରେଶନ୍ସ ମୁଖ୍ୟ ଅଭିକ୍‌ ଚାଟାର୍ଜୀ କହିଛନ୍ତି, ଟ୍ରେନିଂ ସେସନ ସମସ୍ତ ଖେଳାଳି ଓ ଷ୍ଟାଫ୍‌ଙ୍କ ପାଇଁ ସ୍ବତନ୍ତ୍ର ଅନୁଭୂତି ଥିଲା। କାରଣ ଦୀର୍ଘଦିନ ବ୍ୟବଧାନରେ ସେମାନେ ପଡ଼ିଆକୁ ଓହ୍ଲାଇଥିଲେ। ଟ୍ରେନିଂ ସେସନ ବେଳେ ଖେଳାଳିଙ୍କଠାରେ ପ୍ରବଳ ଉତ୍ସାହ ଓ ଉଦ୍ଦିପନା ଦେଖିବାକୁ ମିଳିଥିଲା। ପୁନର୍ବାର ଅଭ୍ୟାସ ଓ ଟ୍ରେନିଂ ସୁଯୋଗ ମିଳିପାରିଥିବାରୁ ସେମାନେ କୃତାର୍ଥ ମନେ କରୁଥିଲେ। ଖେଳାଳିମାନେ ଖୁବ୍‌ ଶୀଘ୍ର ମୁଖ୍ୟ କୋଚ୍‌ ଷ୍ଟୁଆର୍ଟ ବାକ୍ସଟନଙ୍କ ତତ୍ତ୍ୱାବଧାନରେ ତାଲିମ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri