ଅନ୍ୟକୁ କୁହନ୍ତୁ ନାହିଁ ଏହି ୪ ଟି କଥା: ଜାଣନ୍ତୁ କେଉଁ ସମ୍ପର୍କରେ କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଜୀବନର ଅନେକ ଦିଗ ଉପରେ ବର୍ଣ୍ଣନା କରିଛନ୍ତି। ତାଙ୍କ ନୀତି ଗ୍ରହଣ କରି ଜଣେ ଖୁସିରେ ଜୀବନଯାପନ କରିପାରିବ। ଏଥି ସହିତ ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକ ମାଧ୍ୟମରେ କହିଛନ୍ତି ଯେ, କିଛି କଥା ଅନ୍ୟମାନଙ୍କ ସହ ବାଣ୍ଟିବା ଉଚିତ୍‌ ନୁହେଁ। ଜାଣନ୍ତୁ ସେ ସମ୍ପର୍କରେ….

ଚାଣକ୍ୟ କହିଛନ୍ତି ଯେ, ଯଦି ଆପଣ କୌଣସି ପ୍ରକାରର ଆର୍ଥିକ କ୍ଷତି ସହିଛନ୍ତି କିମ୍ବା ଆପଣଙ୍କର ଆର୍ଥିକ ଅବସ୍ଥା ଭଲ ନୁହେଁ, ତେବେ ଏହି କଥା ଅନ୍ୟ କାହା ସହିତ ବାଣ୍ଟନ୍ତୁ ନାହିଁ।

ସେ ଏହା ମଧ୍ୟ କହିଛନ୍ତି ଯେ, ମନର ଦୁଃଖ କାହା ସହ ବାଣ୍ଟିବା ଉଚିତ୍‌ ନୁହେଁ।

ଏହା ବ୍ୟତୀତ, ଚାଣକ୍ୟ ମଧ୍ୟ ନିଜ ପତ୍ନୀଙ୍କ ପ୍ରକୃତି କାହାକୁ କୁହନ୍ତୁ ନାହିଁ।

ଚାଣକ୍ୟ ଏହା ମଧ୍ୟ କହିଛନ୍ତି ଯେ, ଯଦି କେହି ଆପଣଙ୍କୁ ଅପମାନିତ କରିଛନ୍ତି, ତେବେ ଏ ବିଷୟରେ କାହାକୁ କୁହନ୍ତୁ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri