ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨ ମୌଜା ବାରଡ଼ିଆ ଗ୍ରାମରେ ରବିବାର ଅପରାହ୍ନରେ ଏହି ଘଟଣା ଘଟିଛି। ମୃତକ ହେଲେ ଦାଦା ବିଷ୍ଣୁଚରଣ ବାହାଲିଆ(୫୭) ଓ ପୁତୁରା ପ୍ରମୋଦ କୁମାର ବାହାଲିଆ(୪୫)। ଉଭୟ ଦାଦା, ପୁତୁରା ଅପରାହ୍ନ ୨ଟାରେ ଗ୍ରାମରେ ମୃତ୍ୟୁବରଣ କରିଥିବା ମୂଷି ବାହାଲିଆଙ୍କ ପାଇଁ ଶୁଦ୍ଧି ହେବାକୁ ଯାଇ ଦେବୀନଦୀରେ ଗାଧୋଉଥିଲେ। ଏହି ସମୟରେ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ସୌଭାଗ୍ୟବଶତଃ ଗ୍ରାମର ଅନ୍ୟମାନେ ବଜ୍ରପାତରୁ ବର୍ତ୍ତି ଯାଇଛନ୍ତି। ଖବରପାଇ ବିରିଡ଼ି ତହସିଲଦାର ସାଗରିକା ପ୍ରିୟଦର୍ଶିନୀ ଓ ଥାନା ଅଧିକାରୀ ଦିଲୀପ କୁମାର ସାହୁ ପହଞ୍ଚତ୍ଥିଲେ। ତହସିଲଦାରଙ୍କ ଉପସ୍ଥିତିରେ ପୋଲିସ ୨ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଜଗତ୍‌ସିଂହପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏନେଇ ଥାନାରେ (ନଂ.୬/୨୦)ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri