୫ରୁ ଯୁକ୍ତ୨ ଅପ୍ସନାଲ ପରୀକ୍ଷା

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ ଯୁକ୍ତ୨ ଅପ୍ସନାଲ ପରୀକ୍ଷା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷାର ଯେଉଁ ବିଷୟଗୁଡ଼ିକର ପରୀକ୍ଷା ହୋଇନି ଓ ଗ୍ରେସ୍‌ ମାର୍କ ଦିଆଯାଇଛି, ସେସବୁ ବିଷୟରେ ପରୀକ୍ଷା ହେବ ବୋଲି ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ ରାଜ୍ୟର ୫୬ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ। ଏଥିସହ ଜିଲାର ନୋଡାଲ କଲେଜରେ ମଧ୍ୟ ପରୀକ୍ଷା ଦେଇପାରିବେ। ଚଳିତବର୍ଷ ସାଢ଼େ ୩ ଲକ୍ଷ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେଇଥିଲେ। ଗତ ମାର୍ଚ୍ଚ ୨୩ରୁ ୨୮ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ହେବାର ଥିଲେ ମଧ୍ୟ କରୋନା ପାଇଁ ହୋଇପାରି ନ ଥିଲା। ଛାତ୍ରୀଛାତ୍ରଙ୍କୁ ଏସବୁ ବିଷୟରେ ଗ୍ରେସ୍‌ ମାର୍କ ଦିଆଯାଇଥିଲା। ସ୍ଥିତି ସୁଧୁରିଲେ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଆଧାରରେ ପରୀକ୍ଷା କରିବା ପାଇଁ ସିଏଚ୍‌ଏସ୍‌ଇ ନିଷ୍ପତ୍ତି ନେଇଛି। ପରୀକ୍ଷା ସମୟରେ କରୋନା ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri