ଟସ୍‌ ଜିତି ରାଜସ୍ଥାନକୁ ବ୍ୟାଟିଂ ପାଇଁ ନିମନ୍ତ୍ରଣ କଲେ ଓ୍ବାର୍ନର

ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍‌ର ୪୦ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ହାଇଦ୍ରାବାଦ୍‌ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରିବ। ସନ୍‌ରାଇଜର୍ସ ବର୍ତ୍ତମାନ ସୁଦ୍ଧା ୯ ମ୍ୟାଚ୍‌ ଖେଳି ୩ ବିଜୟ ଓ ୬ ପରାଜୟ ସହ ୬ ପଏଣ୍ଟ ପାଇ ଟେବୁଲ ତାଲିକାର ୭ମ ସ୍ଥାନରେ ରହିଛି। ସେହିଭଳି ରାଜସ୍ଥାନ ୧୦ ମ୍ୟାଚ୍‌ରୁ ୪ ବିଜୟ ଓ ୬ ପରାଜୟ ସହ ୮ ପଏଣ୍ଟ ପାଇ ୬ଷ୍ଠ ସ୍ଥାନ ଲାଭ କରିଛି। ଆଘାତଜନିତ ସମସ୍ୟା ଲାଗି ହାଇଦ୍ରାବାଦ୍‌ର ବରିଷ୍ଠ ଖେଳାଳି କେନ୍‌ ଓ୍ବିଲିୟମସନ ଏହି ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri