ସାଧାରଣ ଲୋକ ବି ହୋଇଯିବେ ମାଲାମାଲ୍‌ : କେବଳ ଚାଣକ୍ୟଙ୍କ ଏହି କଥାକୁ ଦେଲେ ଧ୍ୟାନ

ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ ଧନୀ ହେବା ପାଇଁ କ’ଣ କରାଯିବା ଉଚିତ ବୋଲି ମନରେ ପ୍ରଶ୍ନ ଉଠିଥାଏ। ଏହାର ଉତ୍ତର ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ବର୍ଣ୍ଣନା କରିଛନ୍ତି। ଟଙ୍କା ସଞ୍ଚୟ ଏବଂ ଖର୍ଚ୍ଚ ସହ ଜଡିତ ଅନେକ କଥା ସେ କହିଛନ୍ତି। ଆସନ୍ତୁ ଜାଣିବା ସେହି କଥା ବିଷୟରେ …

ଚାଣକ୍ୟଙ୍କ ଅନୁଯାୟୀ, ଜଣେ ବ୍ୟକ୍ତି ଧନୀ ହେବା ପାଇଁ ଏପରି ସ୍ଥାନରେ ବାସ କରିବା ଉଚିତ୍‌ ଯେଉଁଠାରେ ରୋଜଗାର ପନ୍ଥା ଉପଲବ୍ଧ ଥିବ। ଏପରି ଜାଗାରେ ବ୍ୟକ୍ତିର ରୋଜଗାରର ସମସ୍ୟା ନ ଥାଏ ଏବଂ ସେ ଖୁସି ରୁହନ୍ତି।

ଟଙ୍କା ରୋଜଗାର କରିବା ଲକ୍ଷ୍ୟ ସ୍ଥିର କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲକ୍ଷ୍ୟ ବିନା ବ୍ୟକ୍ତି କଦାପି ଆଗକୁ ବଢ଼ିବାକୁ ସମର୍ଥ ହୁଏ ନାହିଁ। କିମ୍ବା ସେ ଧନୀ ହୁଏ ନାହିଁ ।

ଚାଣକ୍ୟ କହିଛନ୍ତି ଯେ, ଯିଏ ନିଜର ଭବିଷ୍ୟତ ଲକ୍ଷ୍ୟ ସ୍ଥିର କରିଛି, ତାଙ୍କ ପାଇଁ ଆଗକୁ ବଢ଼ିବା ରାସ୍ତା ସହଜ ହୋଇଥାଏ।

ଅର୍ଥ ସଞ୍ଚୟ କରିବା କଳା ମଧ୍ୟ ରହିବା ଉଚିତ।

ଚାଣକ୍ୟ କହିଛନ୍ତି ଯେ, ଟଙ୍କା ରୋଜଗାର କରିବା ପାଇଁ ଜଣେ ଭୁଲ ରାସ୍ତା ବ୍ୟବହାର କରିବା ଉଚିତ ନୁହେଁ। କାରଣ ଭୁଲ ଉପାୟରେ ରୋଜଗାର କରିଥିବା ଟଙ୍କା କଷ୍ଟ ଦେଇଥାଏ। ଏପରି ଧନ ଯୋଗୁ ଜଣେ ବ୍ୟକ୍ତିଙ୍କ ଅନେକ ଶତ୍ରୁ ମଧ୍ୟ ସୃଷ୍ଟି ହୁଅନ୍ତି।

ଚାଣକ୍ୟ ଅର୍ଥର ଉପଯୁକ୍ତ ବ୍ୟବହାର ଉପରେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri