ଆକ୍ସନ ସିନ୍ କରିପାରିବେନି ସଞ୍ଜୟ!

ମୁମ୍ବାଇ: ବଲିଉଡ୍‌ର ମୁନ୍ନା ଭାଇ ସଞ୍ଜୟ ଦତ୍ତ କ୍ୟାନସରରୁ ଠିକ ହେବା ଖବର ଆସିବା ପରେ ତାଙ୍କ ପ୍ରଶଂସକଙ୍କ ମହଲରେ ଖୁସିର ଲହରୀ ଖେଳି ଯାଇଥିଲା । ଯଦିଓ ସେ କ୍ୟାନସରରୁ ସୁସ୍ଥ ହୋଇଛନ୍ତି ହେଲେ ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ନୁହଁନ୍ତି ବୋଲି ଡାକ୍ତର କହିଛନ୍ତି । ଫଳରେ ଏବେ ସେ ସବୁ ପ୍ରକାର ସିନ୍ ଶୁଟିଂ କରିପାରିବେ ନାହିଁ ବୋଲି ଜଣାପଡିଛି । ବିଶେଷ ଭାବେ ସଞ୍ଜୟ ଆକ୍ସନ ସିନ୍ କରିପାରିବେ ନାହିଁ ବୋଲି ଜଣାପଡିଛି । ଏକ ନ୍ୟୁଜ ପୋର୍ଟାଲର ରିପୋର୍ଟ ଅନୁଯାୟୀ, ସଞ୍ଜୟ ଦତ୍ତଙ୍କ ଅପ୍‌କମିଂ ଫିଲ୍ମ ପୃଥ୍ୱିରାଜ ଓ କେଏଫ୍‌ଜି୨ରେ କିଛି ପରିବର୍ତ୍ତନ କରାଯାଉଛି । ପ୍ରଥମରୁ ସଞ୍ଜୟଙ୍କର ଏଥିରେ ଆକ୍ସନ ସିନ୍ ଥିଲା । ହେଲେ ଏବେ ସେ ସାମାନ୍ୟ ଦୁର୍ବଳ ଅନୁଭବ କରୁଥିବାରୁ ଏହି ଆକ୍ସନ ସିନ୍‌ରେ ପରିବର୍ତ୍ତନ କରାଯାଇଥିବା କୁହାଯାଉଛି । ଫିଲ୍ମ ନିର୍ମାତାଙ୍କ ମତରେ ପ୍ରଥମେ ଜଣେ କଳାକାରଙ୍କ ସ୍ୱାସ୍ଥ୍ୟ ଉପରେ ଆମେ ଧ୍ୟାନ ଦେବା ଦରକାର । ଯେହେତୁ ସଞ୍ଜୟ ନିକଟରେ କ୍ୟାନସରରୁ ସୁସ୍ଥ ହୋଇଛନ୍ତି ଆଉ ଏପର୍ଯ୍ୟନ୍ତ ସେ ଦୁର୍ବଳ ଅନୁଭବ କରୁଛନ୍ତି ତେଣୁ ତାଙ୍କ ସ୍ୱାସ୍ଥ୍ୟକୁ ନଜରରେ ରଖି ଆମେ ଫିଲ୍ମରେ କିଛି ପରିବର୍ତ୍ତନ ପାଇଁ ଚିନ୍ତା କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri