Posted inଜାତୀୟ

ସନ୍ଦେହ ଘେରରେ ପୋଲିସ: ବଳାତ୍କାର ମାମଲାରେ ଜେଲରେ ଥିବା ନାରାୟଣ ସାଇଙ୍କ ନିକଟରୁୁ ମିଳିଲା ମୋବାଇଲ

ସୁରଟ,୨୪ ।୧୦: ବଳାତ୍କାର ମାମଲାରେ ଜେଲରେ ସଜା କାଟୁଥିବା ନାରାୟଣ ସାଇଙ୍କ ପାଖରେ ମୋବାଇଲ ଫୋନ ମିଳିବା ଘଟଣା ଏବେ ଆସିଛି ଚର୍ଚ୍ଚାକୁ । ଏହାକୁ ନେଇ ପୋଲିସ ଉପରେ ପ୍ରଶ୍ନ ଉଠିଛି । ନାବାଳିକା ବଳାତ୍କାର ମାମଲାର ଅଭିଯୁକ୍ତ ତଥା ଅଧ୍ୟାତ୍ମିକ ଗୁରୁ କୁହାଯାଉଥିବା ଆଶାରାମ ବାପୁଙ୍କ ପୁଅ ହେଉଛନ୍ତି ନାରାୟଣ ସାଇ । ଏବେ ସେ ଜେଲରେ ଥିବା ବେଳେ ତାଙ୍କ ନିକଟରୁ ମୋବାଇଲ ଫୋନ ମିଳିବା ପରେ ନାରାୟଣଙ୍କ ନାଁରେ ଏକ ମାମଲା ରୁଜୁ କରାଯାଇଛି । ଜଣାପଡିଛି ଯେ କେବଳ ନାରାୟଣ ସାଇ ନୁହେଁ ବରଂ ସେହି ଜେଲରେ ଥିବା ଅନ୍ୟ ୪ ଜଣଙ୍କ ନିକଟରୁ ମଧ୍ୟ ମୋବାଇଲ ଫୋନ ମିଳିଛି । ସୂଚନାଯୋଗ୍ୟ, ଗୁଜୁରାଟ ସୁରଟ ସ୍ଥିତ ଆଶ୍ରମରେ ଦୁଇ ଭଉଣୀଙ୍କୁ ବଳାତ୍କାର ମାମଲାରେ ସେସନ୍ସ କୋର୍ଟ ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି । ଏହା ୧୯୯୭ର ଘଟଣା ହୋଇଥିବା ବେଳେ ୨୦୧୩ରେ ମାମଲା ରୁଜୁ କରାଯାଇଥିଲା । ଦୀର୍ଘ ୨୨ ବର୍ଷ ପରେ ମହିଳାଙ୍କୁ ଏହି ମାମଲାରେ ନ୍ୟାୟ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…

ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri